ଯିରିମୀୟ 9:1 - ପବିତ୍ର ବାଇବଲ1 ଯେବେ ମୋର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝରଣାସ୍ୱରୂପ ହୁଅନ୍ତା, ତେବେ ମୁଁ ମୋହର ନିହତ ଲୋକମାନଙ୍କ ପାଇଁ ଦିନରାତି କ୍ରନ୍ଦନ କରି ପାରନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ଵରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି ! Faic an caibideilଓଡିଆ ବାଇବେଲ1 ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି ! Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରିପାରନ୍ତି! Faic an caibideil |
ପରମେଶ୍ୱର ପୁଣି କହିଲେ, “ହେ ଯିହୁଦା, ତୁମ୍ଭେ ଗୋଟିଏ କାରଣ ଦିଅ, ଆମ୍ଭେ ତୁମ୍ଭକୁ କାହିଁକି କ୍ଷମା କରିବା? ତୁମ୍ଭର ସନ୍ତାନମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି। ଯେଉଁମାନେ ଈଶ୍ୱର ନୁହନ୍ତି ସେମାନେ ସେମାନଙ୍କ ନାମରେ ଶପଥ କରିଛନ୍ତି। ଆମ୍ଭେ ସେମାନଙ୍କୁ ସମସ୍ତ ଭୋଜନ ଦେଇ ପରିତୃପ୍ତ କରାଇଲେ ମଧ୍ୟ ସେମାନେ ବ୍ୟଭିଗ୍ଭରୀ ହେଲେ। ସେମାନେ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ବହୁ ସମୟ ଅତିବାହିତ କଲେ।