ଯିରିମୀୟ 9:5 - ପବିତ୍ର ବାଇବଲ5 ସେମାନେ ପ୍ରତ୍ୟେକ ଆପଣା ପ୍ରତିବାସୀକୁ ପ୍ରବଞ୍ଚନା କରିବେ ଓ କେବେ ସତ୍ୟକଥା କହିବେ ନାହିଁ। ସେମାନେ ମିଥ୍ୟା କହିବାକୁ ନିଜ ନିଜ ଜିହ୍ୱାକୁ ଶିଖାଇଅଛନ୍ତି। ଥକିବା ପର୍ଯ୍ୟନ୍ତ ସେମାନେ ମନ୍ଦକର୍ମ କରନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)5 ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ଵାକୁ ମିଥ୍ୟା କହିବା ପାଇଁ ଶିଖାଇ ଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି। Faic an caibideilଓଡିଆ ବାଇବେଲ5 ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇ ଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି। Faic an caibideil |
ପୁଣି ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ପ୍ରଶସ୍ତ ସୁଦୃଢ଼ ପ୍ରାଚୀର ସମ୍ପୂର୍ଣ୍ଣ ରୂପେ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ। ବାବିଲର ଲୋକମାନେ କଠିନ ପରିଶ୍ରମ କରିବେ ଓ ନଗରକୁ ରକ୍ଷା କରିବାକୁ କ୍ଳାନ୍ତ ହେବେ। ମାତ୍ର ତାହା କିଛି ସାହାଯ୍ୟ କରିବ ନାହିଁ। ସେମାନେ ସେହି ଅଗ୍ନିଶିଖାରେ ଜାଳେଣି ସ୍ୱରୂପ ଦଗ୍ଧ ହେବେ।”