ଯିରିମୀୟ 9:6 - ପବିତ୍ର ବାଇବଲ6 ଗୋଟିଏ ମନ୍ଦକର୍ମ ପରେ ଅନ୍ୟ ଏକ ମନ୍ଦକର୍ମ ଗ୍ଭଲେ ଓ ପ୍ରବଞ୍ଚନା ଲାଗି ରହେ।” ତେଣୁ ସଦାପ୍ରଭୁ କହନ୍ତି, “ଏହି ମିଥ୍ୟା ଓ ପ୍ରବଞ୍ଚନା ଯୋଗୁଁ ସେମାନେ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।” Faic an caibideilପବିତ୍ର ବାଇବଲ (Re-edited) - (BSI)6 ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତିସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ଵୀକାର କରନ୍ତି। Faic an caibideilଓଡିଆ ବାଇବେଲ6 ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, “ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି। Faic an caibideil |
ମୁଁ ବହୁବାର ଅପବାଦ ଶୁଣିଅଛି। ମୋର ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ଏପରିକି ମୋର ମିତ୍ରମାନେ ମଧ୍ୟ ମୋର ଦୋଷ ଦେଖନ୍ତି ଓ ଲୋକମାନେ ମୋର ତ୍ରୁଟିକୁ ଅପେକ୍ଷା କରନ୍ତି। ସେମାନେ ଅଭିଯୋଗ କରି କହନ୍ତି, “ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ମିଥ୍ୟା ଓ ମନ୍ଦକଥା କହିବା, ତୁମ୍ଭେମାନେ ମଧ୍ୟ ତାହା କହିବ। ତାହାହେଲେ ଆମ୍ଭେମାନେ ତାକୁ ପରାସ୍ତ କରିବା ଓ ତା’ ଉପରେ ପ୍ରତିଶୋଧ ନେଇପାରିବା।”
ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”