ଯିହୋଶୂୟ 10:2 - ପବିତ୍ର ବାଇବଲ2 ତେଣୁ ଆଦୋନିଷେଦକ୍ ଏବଂ ତାଙ୍କର ଲୋକମାନେ ଖୁବ୍ ଭୟଭୀତ ହେଲେ। ଗିବିୟୋନ ଅୟ ପରି ଛୋଟ ସହର ନ ଥିଲା। ଏହା ଏକ ବଡ଼ ସହର ଥିଲା। ଏହା ଏକ ରାଜଧାନୀ ତୁଲ୍ୟ ବୃହତ୍ ନଗର ଥିଲା ଏବଂ ସେହି ସହରର ଲୋକମାନେ ଯୋଦ୍ଧା ଥିଲେ। ତେଣୁ ରାଜା ବହୁତ ଭୟ କରି ଯାଇଥିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)2 କାରଣ ଗିବିୟୋନ ଏକ ରାଜଧାନୀ ତୁଲ୍ୟ ବୃହତ ନଗର ଓ ଅୟ ଅପେକ୍ଷା ବଡ଼ ଥିଲା, ପୁଣି ତହିଁର ଲୋକମାନେ ବୀର ଥିଲେ। Faic an caibideilଓଡିଆ ବାଇବେଲ2 କାରଣ ଗିବୀୟୋନ୍ ଏକ ରାଜଧାନୀ ତୁଲ୍ୟ ବୃହତ ନଗର ଓ ଅୟ ଅପେକ୍ଷା ବଡ଼ ଥିଲା, ପୁଣି ତହିଁର ଲୋକମାନେ ବୀର ଥିଲେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ଗିବୀୟୋନ୍ ଏକ ରାଜଧାନୀ ତୁଲ୍ୟ ବୃହତ ନଗର ଓ ଅୟ ଅପେକ୍ଷା ବଡ଼ ଥିଲା, ପୁଣି ତହିଁର ଲୋକମାନେ ବୀର ଥିଲେ। Faic an caibideil |
ଗିବିୟୋନୀୟମାନେ ଉତ୍ତର ଦେଲେ, “ଆମ୍ଭେମାନେ ତୁମ୍ଭ ସମ୍ମୁଖରେ ମିଛ କହିଲୁ କାରଣ ଆମ୍ଭେମାନେ ତୁମ୍ଭକୁ ଭୟ କରିଗଲୁ, କାଳେ ତୁମ୍ଭେ ଆମ୍ଭକୁ ମାରି ଦେବ। ଆମ୍ଭେ ଜାଣିବାକୁ ପାଇଲୁ ଯେ ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ଆପଣା ସେବକ ମୋଶାଙ୍କୁ ଆଜ୍ଞା ଦେଇଥିଲେ। ତେଣୁ ଆମ୍ଭର ଜୀବନ ଭୟରେ ଆମ୍ଭେ ତୁମ୍ଭ ନିକଟରେ ମିଥ୍ୟା କହିଲୁ।