ଯିହୋଶୂୟ 10:3 - ପବିତ୍ର ବାଇବଲ3 ଆଦୋନିଷେଦକ୍, ଯିରୁଶାଲମର ରାଜା ହିବ୍ରୋଣର ରାଜା ହୋହମ୍ ଓ ଯର୍ମୂତର ରାଜା କିରାମ୍ ଓ ଲାଖୀଶ୍ର ରାଜା ଯାଫିୟ ଓ ଇଗ୍ଲୋନ ରାଜା ଦବୀର ନିକଟକୁ କହି ପଠାଇଲା। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍ ରାଜାର ଓ ଯର୍ମୂତର କିରାମ୍ ରାଜାର ଓ ଲାଖୀଶ୍ର ଯାଫୀୟ ରାଜାର ଓ ଇଗ୍ଲୋନର ଦବୀର ରାଜାର ନିକଟକୁ କହି ପଠାଇଲା, Faic an caibideilଓଡିଆ ବାଇବେଲ3 ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍ ରାଜାର ଓ ଯର୍ମୂତର କିରାମ୍ ରାଜାର ଓ ଲାଖୀଶ୍ର ଯାଫୀୟ ରାଜାର ଓ ଇଗ୍ଲୋନ୍ର ଦବୀର ରାଜାର ନିକଟକୁ କହି ପଠାଇଲା, Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍ ରାଜାର ଓ ଯର୍ମୂତର କିରାମ୍ ରାଜାର ଓ ଲାଖୀଶ୍ର ଯାଫୀୟ ରାଜାର ଓ ଇଗ୍ଲୋନ୍ର ଦବୀର ରାଜାର ନିକଟକୁ କହି ପଠାଇଲା, Faic an caibideil |
ଏହି ସମୟରେ ଅଦୋନିଷେଦକ ଯିରୁଶାଲମର ରାଜା ଥିଲେ। ରାଜା ଶୁଣିବାକୁ ପାଇଲେ, ଯେ ଯିହୋଶୂୟ ଅୟକୁ ପରାସ୍ତ କରି ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରିଛନ୍ତି। ରାଜା ଜାଣିବାକୁ ପାଇଲେ ଯେ, ଯିହୋଶୂୟ ଯିରୀହୋ ଓ ତାଙ୍କ ରାଜା ପ୍ରତି ଯାହା କରିଥିଲେ, ସେହିପରି ଅୟ ଓ ତା'ର ରାଜାଙ୍କୁ କଲେ। ଆଉ ରାଜା ଜାଣିବାକୁ ପାଇଲେ ଯେ, ଗିବିୟୋନୀୟମାନେ ଇସ୍ରାଏଲମାନଙ୍କ ସହିତ ଶାନ୍ତିଚୁକ୍ତି କରିଛନ୍ତି ଏବଂ ସେହି ଲୋକମାନେ ଯିରୁଶାଲମ ନିକଟରେ ବାସ କରୁଛନ୍ତି।