ଯିହୋଶୂୟ 10:4 - ପବିତ୍ର ବାଇବଲ4 “ମୋ’ ନିକଟକୁ ଆସ ଏବଂ ଗିବିୟୋନକୁ ଆକ୍ରମଣ କରିବା ପାଇଁ ସାହାଯ୍ୟ କର। ଗିବିୟୋନୀୟମାନେ ଯିହୋଶୂୟ ଓ ଇସ୍ରାଏଲୀୟ ବାସୀମାନଙ୍କ ସହିତ ଶାନ୍ତିଚୁକ୍ତି କରିଛନ୍ତି।” Faic an caibideilପବିତ୍ର ବାଇବଲ (Re-edited) - (BSI)4 ମୋʼ ନିକଟକୁ ଆସି ମୋର ସାହାଯ୍ୟ କର, ଆସ, ଆମ୍ଭେମାନେ ଗିବିୟୋନୀୟ ଲୋକମାନଙ୍କୁ ଆଘାତ କରୁ; କାରଣ ସେମାନେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସହିତ ସନ୍ଧି କରିଅଛନ୍ତି। Faic an caibideilଓଡିଆ ବାଇବେଲ4 ମୋ’ ନିକଟକୁ ଆସି ମୋର ସାହାଯ୍ୟ କର, ଆସ, ଆମ୍ଭେମାନେ ଗିବୀୟୋନୀୟ ଲୋକମାନଙ୍କୁ ଆଘାତ କରୁ; କାରଣ ସେମାନେ ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣ ସହିତ ସନ୍ଧି କରିଅଛନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 “ମୋʼ ନିକଟକୁ ଆସି ମୋର ସାହାଯ୍ୟ କର, ଆସ, ଆମ୍ଭେମାନେ ଗିବୀୟୋନୀୟ ଲୋକମାନଙ୍କୁ ଆଘାତ କରୁ; କାରଣ ସେମାନେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସହିତ ସନ୍ଧି କରିଅଛନ୍ତି।” Faic an caibideil |
ଏହି ସମୟରେ ଅଦୋନିଷେଦକ ଯିରୁଶାଲମର ରାଜା ଥିଲେ। ରାଜା ଶୁଣିବାକୁ ପାଇଲେ, ଯେ ଯିହୋଶୂୟ ଅୟକୁ ପରାସ୍ତ କରି ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରିଛନ୍ତି। ରାଜା ଜାଣିବାକୁ ପାଇଲେ ଯେ, ଯିହୋଶୂୟ ଯିରୀହୋ ଓ ତାଙ୍କ ରାଜା ପ୍ରତି ଯାହା କରିଥିଲେ, ସେହିପରି ଅୟ ଓ ତା'ର ରାଜାଙ୍କୁ କଲେ। ଆଉ ରାଜା ଜାଣିବାକୁ ପାଇଲେ ଯେ, ଗିବିୟୋନୀୟମାନେ ଇସ୍ରାଏଲମାନଙ୍କ ସହିତ ଶାନ୍ତିଚୁକ୍ତି କରିଛନ୍ତି ଏବଂ ସେହି ଲୋକମାନେ ଯିରୁଶାଲମ ନିକଟରେ ବାସ କରୁଛନ୍ତି।