ଯିହୋଶୂୟ 10:5 - ପବିତ୍ର ବାଇବଲ5 ତେଣୁ ପାଞ୍ଚ ଜଣ ଇମୋରୀୟ ରାଜା ଯଥା: ଯିରୁଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶ୍ର ରାଜା ଓ ଇଗ୍ଲୋନର ରାଜା ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ନିଜ ନିଜର ସମସ୍ତ ସୈନ୍ୟମାନଙ୍କ ସହିତ ଗିବିୟୋନକୁ ଅକ୍ତିଆର କରିବାକୁ ଏକତ୍ରିତ ହେଲେ। ସେମାନେ ନଗରକୁ ଘେରିଗଲେ ଓ ଆକ୍ରମଣ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶର ରାଜା ଓ ଇଗ୍ଲୋନର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠି ଯାଇ ଗିବିୟୋନ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ। Faic an caibideilଓଡିଆ ବାଇବେଲ5 ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶ୍ର ରାଜା ଓ ଇଗ୍ଲୋନ୍ର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠି ଯାଇ ଗିବୀୟୋନ୍ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶ୍ର ରାଜା ଓ ଇଗ୍ଲୋନ୍ର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠିଯାଇ ଗିବୀୟୋନ୍ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ। Faic an caibideil |
ଗିବିୟୋନୀୟମାନେ ଗିଲ୍ଗଲ୍ ଛାଉଣିଠାରେ ଯିହୋଶୂୟଙ୍କ ନିକଟକୁ ଏକ ବାର୍ତ୍ତା ପଠାଇଲେ। ସେହି ବାର୍ତ୍ତାବାହକ କହିଲା, “ଆମ୍ଭେ ଆପଣଙ୍କ ଦାସ, ଆମ୍ଭକୁ ଏକୁଟିଆ ଛାଡ଼ ନାହିଁ। ଆସ ଏବଂ ଆମ୍ଭମାନଙ୍କୁ ରକ୍ଷା କର। ଶୀଘ୍ର ଆସି ଆମ୍ଭକୁ ସାହାଯ୍ୟ କରି ଆମ୍ଭର ଜୀବନ ରକ୍ଷା କର। ଆଉ ସମସ୍ତ ଇମୋରୀୟ ଦେଶର ପର୍ବତ ନିବାସୀ ରାଜାମାନେ ସେମାନଙ୍କର ସୈନ୍ୟବାହିନୀ ସହିତ ଏକତ୍ରିତ ହୋଇ ଆମ୍ଭମାନଙ୍କୁ ଆକ୍ରମଣ କରୁଛନ୍ତି।”