ଯିହୋଶୂୟ 10:7 - ପବିତ୍ର ବାଇବଲ7 ତେଣୁ ଯିହୋଶୂୟ ତାଙ୍କର ସମସ୍ତ ସୈନ୍ୟ ଓ ମହା ବିକ୍ରମଶାଳୀ ଯୋଦ୍ଧା ସହିତ ଗିଲ୍ଗଲ୍ରୁ ଯାତ୍ରା କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍ଗଲ୍ରୁ ଯାତ୍ରା କଲେ। Faic an caibideilଓଡିଆ ବାଇବେଲ7 ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍ଗଲ୍ରୁ ଯାତ୍ରା କଲେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍ଗଲ୍ରୁ ଯାତ୍ରା କଲେ। Faic an caibideil |
ଗିବିୟୋନୀୟମାନେ ଗିଲ୍ଗଲ୍ ଛାଉଣିଠାରେ ଯିହୋଶୂୟଙ୍କ ନିକଟକୁ ଏକ ବାର୍ତ୍ତା ପଠାଇଲେ। ସେହି ବାର୍ତ୍ତାବାହକ କହିଲା, “ଆମ୍ଭେ ଆପଣଙ୍କ ଦାସ, ଆମ୍ଭକୁ ଏକୁଟିଆ ଛାଡ଼ ନାହିଁ। ଆସ ଏବଂ ଆମ୍ଭମାନଙ୍କୁ ରକ୍ଷା କର। ଶୀଘ୍ର ଆସି ଆମ୍ଭକୁ ସାହାଯ୍ୟ କରି ଆମ୍ଭର ଜୀବନ ରକ୍ଷା କର। ଆଉ ସମସ୍ତ ଇମୋରୀୟ ଦେଶର ପର୍ବତ ନିବାସୀ ରାଜାମାନେ ସେମାନଙ୍କର ସୈନ୍ୟବାହିନୀ ସହିତ ଏକତ୍ରିତ ହୋଇ ଆମ୍ଭମାନଙ୍କୁ ଆକ୍ରମଣ କରୁଛନ୍ତି।”