ଯିହୋଶୂୟ 12:8 - ପବିତ୍ର ବାଇବଲ8 ପର୍ବତମୟ ଦେଶ, ତଳଭୂମି, ଯର୍ଦ୍ଦନର ଉପତ୍ୟକା, ପୂର୍ବର ପର୍ବତଗୁଡ଼ିକ, ନେଗେଭ ଓ ମରୁଭୂମି ହୀତ୍ତୀୟ ଇମୋରୀୟ, କିଣାନୀୟ, ପିରିଷୀୟ, ଓ ହିବ୍ବୀୟମାନେ ସେଠାରେ ବାସ କଲେ। ସେହିସବୁ ରାଜାମାନଙ୍କର ତାଲିକା ନିମ୍ନରେ ଦିଆଗଲା: Faic an caibideilପବିତ୍ର ବାଇବଲ (Re-edited) - (BSI)8 ଓ ଯିହୋଶୂୟ ଯେଉଁ ଯେଉଁ ପର୍ବତମୟ ଦେଶ ଓ ତଳଭୂମି ଓ ପଦାଭୂମି ଓ ଅଧିତ୍ୟକା ଓ ପ୍ରାନ୍ତର ଓ ଦକ୍ଷିଣାଞ୍ଚଳସ୍ଥ ହିତ୍ତୀୟ, ଇମୋରୀୟ ଓ କିଣାନୀୟ ଓ ପିରିଷୀୟ, ହିବ୍ବୀୟ ଓ ଯିବୁଷୀୟମାନଙ୍କ ଦେଶ ଅଧିକାର କରିବା ପାଇଁ ସ୍ଵ ସ୍ଵ ବିଭାଗାନୁସାରେ ଇସ୍ରାଏଲ-ବଂଶମାନଙ୍କୁ ଦେଲେ, ସେହିସବୁ ରାଜା ଏହି; Faic an caibideilଓଡିଆ ବାଇବେଲ8 ଓ ଯିହୋଶୂୟ ଯେଉଁ ଯେଉଁ ପର୍ବତମୟ ଦେଶ ଓ ତଳଭୂମି ଓ ପଦାଭୂମି ଓ ଅଧିତ୍ୟକା ଓ ପ୍ରାନ୍ତର ଓ ଦକ୍ଷିଣାଞ୍ଚଳସ୍ଥ ହିତ୍ତୀୟ, ଇମୋରୀୟ ଓ କିଣାନୀୟ ଓ ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶ ଅଧିକାର କରିବା ପାଇଁ ସ୍ୱ ସ୍ୱ ବିଭାଗାନୁସାରେ ଇସ୍ରାଏଲ-ବଂଶମାନଙ୍କୁ ଦେଲେ, ସେହିସବୁ ରାଜା ଏହି; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଓ ଯିହୋଶୂୟ ଯେଉଁ ଯେଉଁ ପର୍ବତମୟ ଦେଶ ଓ ତଳଭୂମି ଓ ପଦାଭୂମି ଓ ଅଧିତ୍ୟକା ଓ ପ୍ରାନ୍ତର ଓ ଦକ୍ଷିଣାଞ୍ଚଳସ୍ଥ ହିତ୍ତୀୟ, ଇମୋରୀୟ ଓ କିଣାନୀୟ ଓ ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶ ଅଧିକାର କରିବା ପାଇଁ ସ୍ୱ ସ୍ୱ ବିଭାଗାନୁସାରେ ଇସ୍ରାଏଲ-ବଂଶମାନଙ୍କୁ ଦେଲେ, ସେହି ସବୁ ରାଜା ଏହି; Faic an caibideil |
ଏଥିନିମନ୍ତେ ଆମ୍ଭେ ସେମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ୟକୁ ଯିବା। ଆମ୍ଭେ ସେମାନଙ୍କୁ ସେହି ଭୂମିରୁ ଏକ ଉତ୍ତମ ଭୂମିକୁ ନେଇଯିବା, ଯେଉଁଠାରେ ପ୍ରଚୁର ପରିମାଣରେ ଦୁଗ୍ଧ ଓ ମହୁର ବନ୍ୟା ଛୁଟୁଥିବ। ସେଠାରେ ସେମାନଙ୍କ ପାଇଁ କୌଣସି ଅସୁବିଧା ହେବ ନାହିଁ। ତୁମ୍ଭେ ସେଠାରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ୟମାନ ମିଳିବ। ବହୁଦେଶୀୟ ଲୋକମାନେ ସେଠାରେ ବାସ କରୁଥିବେ। କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ବାସ କରନ୍ତି ତୁମ୍ଭେମାନେ ସେହିଠାରେ ବାସ କରିବ।