ଯିହୋଶୂୟ 13:1 - ପବିତ୍ର ବାଇବଲ1 ଯେତେବେଳେ ଯିହୋଶୂୟ ଅତ୍ୟଧିକ ବୃଦ୍ଧ ହୋଇଗଲେ, ସଦାପ୍ରଭୁ ତାଙ୍କୁ କହିଲେ, “ଯିହୋଶୂୟ ତୁମ୍ଭେ ବୁଢ଼ା ହୋଇଗଲଣି। କିନ୍ତୁ ଆହୁରି ଅନେକ ଦେଶକୁ ଜୟ କରିବା ପାଇଁ ବାକି ଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି। Faic an caibideilଓଡିଆ ବାଇବେଲ1 ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତ-ବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି। Faic an caibideil |