ଯିହୋଶୂୟ 15:4 - ପବିତ୍ର ବାଇବଲ4 ଏହି ସୀମା ଅସ୍ମୋନରୁ ମିଶର ନଦୀ ପାଖେ ପାଖେ ବାହାରି ଗଲା। ଏବଂ ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା, ଯାହାକି ତୁମ୍ଭମାନଙ୍କର ଦକ୍ଷିଣ ଦିଗ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ଏଉତ୍ତାରେ ଅସ୍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ। Faic an caibideilଓଡିଆ ବାଇବେଲ4 ଏଉତ୍ତାରେ ଅସ୍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଉତ୍ତାରେ ଅସ୍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ। Faic an caibideil |