Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 15:5 - ପବିତ୍ର ବାଇବଲ

5 ପୂର୍ବ ସୀମା ଯର୍ଦ୍ଦନର ପ୍ରାନ୍ତ ପର୍ଯ୍ୟନ୍ତ ଲବଣ ସମୁଦ୍ର ଯାଏ ଥିଲା। ଉତ୍ତର ସୀମା ଯର୍ଦ୍ଦନ ପ୍ରାନ୍ତରରେ ସମୁଦ୍ରର ଅଖାତଠାରୁ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରା; ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା। ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା

Faic an caibideil Dèan lethbhreac

ଓଡିଆ ବାଇବେଲ

5 ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରାନ୍ତ ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା। ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରାନ୍ତ ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା। ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା

Faic an caibideil Dèan lethbhreac




ଯିହୋଶୂୟ 15:5
5 Iomraidhean Croise  

ଆଉ ତୁମ୍ଭମାନଙ୍କର ପୂର୍ବ ସୀମା ହ‌ତ୍‌ସର-ଐନନଠାରୁ ଆରମ୍ଭ ହୋଇ ଶଫାମ୍ ପର୍ଯ୍ୟନ୍ତ ଯିବ।


ପୁଣି ସେ ସୀମା ଯର୍ଦ୍ଦନ ଦେଇ ଯିବ ଓ ମୃତ ସମୁଦ୍ର ନିକଟରେ ଶେଷ ହେବ। ଏହା ତୁମ୍ଭମାନଙ୍କର ଦେଶ ଏବଂ ଏହାର ସୀମା ହେବ।”


ତୁମ୍ଭମାନଙ୍କର ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍ ପ୍ରାନ୍ତର ପର୍ଯ୍ୟନ୍ତ ହେବ। ମୃତ ସମୁଦ୍ର ଦକ୍ଷିଣ ମୁଣ୍ତରୁ ପୂର୍ବଦିଗକୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।


ଏହା ପରେ ଉତ୍ତର ସୀମା ଓ ବୈଥଗ୍ଲା ପର୍ଯ୍ୟନ୍ତ ଉଠି ବୈ‌ଥ୍‌ଅରାବାର ଉତ୍ତର ଦେଇ ଗଲା। ତହୁଁ ସେ ସୀମା ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା। ବୋହନ ଥିଲେ ରୁବେ‌ନ୍‌ର ପୁତ୍ର।


Lean sinn:

Sanasan


Sanasan