ଯିହୋଶୂୟ 16:10 - ପବିତ୍ର ବାଇବଲ10 କିଣାନୀୟମାନଙ୍କୁ ଗେଷରକୁ ତଡ଼ିବା ପାଇଁ। କିନ୍ତୁ ଇଫ୍ରୟିମ ଲୋକମାନେ ସକ୍ଷମ ହେଲେ ନାହିଁ। ତେଣୁ କିଣାନୀୟ ଲୋକମାନେ ଆଜି ପର୍ଯ୍ୟନ୍ତ ମଧ୍ୟ ଇଫ୍ରୟିମ ଲୋକମାନଙ୍କ ସହିତ ବାସ କରୁଛନ୍ତି। କିନ୍ତୁ କିଣାନୀୟ ଲୋକମାନେ ଇଫ୍ରୟିମ ଲୋକମାନଙ୍କର ଦାସ ହୋଇ ରହିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)10 ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି। Faic an caibideilଓଡିଆ ବାଇବେଲ10 ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ି ଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି। Faic an caibideil |