Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 16:6 - ପବିତ୍ର ବାଇବଲ

6 ସେ ସୀମା ପଶ୍ଚିମ ଦିଗରେ ମି‌କ୍‌ମଥତ୍ ଉତ୍ତରରେ ବାହାରି ଗଲା। ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍ ଶିଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ପୂର୍ବ ଦିଗରେ ଯାନୋହ ଯାଏ ଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍-ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବଦିଗରେ ଯାନୋହକୁ ଗଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍‍ମଥତ୍‍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍‍ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବଦିଗରେ ଯାନୋହକୁ ଗଲା।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍‍ମଥତ୍‍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍‍ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବ ଦିଗରେ ଯାନୋହକୁ ଗଲା।

Faic an caibideil Dèan lethbhreac




ଯିହୋଶୂୟ 16:6
3 Iomraidhean Croise  

ଏହା ପରେ ଯାନୋହଠାରୁ ଅଟାରୋତ୍ ଓ ନାରତ୍ ଦେଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା।


ମନଃଶିର ଅଞ୍ଚଳ ଥିଲା ଆଶେର ଓ ମି‌କ୍‌ମଥତ୍ ମଧ୍ୟବର୍ତ୍ତୀ, ଏହା ଥିଲା ଶିଖିମ ନିକଟବର୍ତ୍ତୀ। ଏହାର ସୀମା ଦକ୍ଷିଣରୁ ଐନ୍ନ-ତପୂହନିବାସୀମାନଙ୍କ ନିକଟବର୍ତ୍ତୀ ଥିଲା।


ଇସ୍ରାଏଲର ସମସ୍ତ ଲୋକ ଶୀଲୋଠାରେ ଏକତ୍ରିତ ହେଲେ। ସେମାନେ ସେହି ସ୍ଥାନରେ ସମାଗମ-ତମ୍ବୁ ସ୍ଥାପନ କଲେ। ସେମାନଙ୍କର ଦେଶକୁ ନିଜ ଅଧୀନରେ ରଖି ପାରିଲେ।


Lean sinn:

Sanasan


Sanasan