Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 16:8 - ପବିତ୍ର ବାଇବଲ

8 ତହୁଁ ଏହାର ସୀମା ପଶ୍ଚିମ ତପୂହଠାରୁ କାନ୍ନା ନଦୀଦେଇ ଗଲା ଓ ଏହାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ନିଜ ନିଜ ବଂଶାନୁସାରେ ଇଫ୍ରୟିମ ସନ୍ତାନମାନଙ୍କ ବଂଶର ଏହି ଅଧିକାର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନମାନଙ୍କ ବଂଶର ଏହି ଅଧିକାର।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନମାନଙ୍କ ବଂଶର ଏହି ଅଧିକାର।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନମାନଙ୍କ ବଂଶର ଏହି ଅଧିକାର।

Faic an caibideil Dèan lethbhreac




ଯିହୋଶୂୟ 16:8
10 Iomraidhean Croise  

ଏବଂ ତାଙ୍କୁ ଗିଲିୟଦ, ଅଶୂରି, ଯିଷ୍ରିୟେଲ ଓ ଇଫ୍ରୟିମ, ବିନ୍ୟାମୀନ ଓ ସମସ୍ତ ଇସ୍ରାଏଲର ରାଜା ଭାବରେ ଅଭିଷିକ୍ତ କରାଇଲେ।


ଏହି ସମସ୍ତ ନଗର ଓ ଦେଶମାନଙ୍କରେ ଇଫ୍ରୟିମଙ୍କ ବଂଶଧରମାନେ ବାସ କରୁଥିଲେ। ବୈଥଲ ଓ ତାହାର ନିକଟବର୍ତ୍ତୀ ଗ୍ରାମଗୁଡ଼ିକ ପୂର୍ବରେ ନାରନ୍, ପଶ୍ଚିମରେ ଗେଷର୍ ଓ ତାହାର ନିକଟବର୍ତ୍ତୀ ଗ୍ରାମଗୁଡ଼ିକ ଶିଖିମ୍, ଆସା ପର୍ଯ୍ୟନ୍ତ ଓ ତାହାର ନିକଟବର୍ତ୍ତୀ ଗ୍ରାମ ଓ ତତ୍ ସଂଲଗ୍ନ ଗ୍ରାମଗୁଡ଼ିକ।


ଭୂମଧ୍ୟସାଗର ପଶ୍ଚିମ ସୀମା ହେବ। ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ।


ତପୂହର ରାଜା 1 ହେଫରର ରାଜା 1


ଏହା ଛଡ଼ା ମନଃଶି ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ ସନ୍ତାନଗଣର ପୃଥକୀକୃତ ଗ୍ରାମ ସମେତ ବହୁତ ନଗର ଥିଲା।


ମନଃଶିର ଅଞ୍ଚଳ ଥିଲା ଆଶେର ଓ ମି‌କ୍‌ମଥତ୍ ମଧ୍ୟବର୍ତ୍ତୀ, ଏହା ଥିଲା ଶିଖିମ ନିକଟବର୍ତ୍ତୀ। ଏହାର ସୀମା ଦକ୍ଷିଣରୁ ଐନ୍ନ-ତପୂହନିବାସୀମାନଙ୍କ ନିକଟବର୍ତ୍ତୀ ଥିଲା।


ଏହାର ସୀମା ଇବ୍ରୋଣ, ରହୋବ୍ ହମ୍ମୋନ୍, କାନ୍ନା ଓ ସୁଦୂର ମହାସୀଦୋନ୍ ପର୍ଯ୍ୟନ୍ତ ଲାଗିଥିଲା।


Lean sinn:

Sanasan


Sanasan