Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 19:7 - ପବିତ୍ର ବାଇବଲ

7 ଐନ୍, ରିମ୍ମୋନ୍, ଏଥର ଓ ଆଶନ୍ ଗ୍ରାମ ସମେତ ଏହିପରି ଗ୍ଭରୋଟି ନଗର ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ଐନ୍ ଓ ରିମ୍ମୋନ୍ ଓ ଏଥର ଓ ଆଶନ୍; ଗ୍ରାମ ସମେତ ଏହି ଚାରି ନଗର

Faic an caibideil Dèan lethbhreac

ଓଡିଆ ବାଇବେଲ

7 ଐନ୍‍ ଓ ରିମ୍ମୋନ୍‍ ଓ ଏଥର୍‍ ଓ ଆଶନ୍‍; ଗ୍ରାମ ସମେତ ଏହି ଚାରି ନଗର

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଐନ୍‍ ଓ ରିମ୍ମୋନ୍‍ ଓ ଏଥର୍‍ ଓ ଆଶନ୍‍; ଗ୍ରାମ ସମେତ ଏହି ଚାରି ନଗର

Faic an caibideil Dèan lethbhreac




ଯିହୋଶୂୟ 19:7
7 Iomraidhean Croise  

ଏହି ସହରଗୁଡ଼ିକ ନିକଟରେ ଥିବା ପାଞ୍ଚ ଗୋଟି ଗ୍ରାମର ନାମ ଥିଲା ଐଟମ, ଐନ୍, ରିମ୍ମୋନ, ତୋଖେନ୍ ଓ ଆଶନ୍।


ଲବାୟୋତ୍, ଶିଲହୀମ୍, ଐନ୍, ରିମ୍ମୋନ୍ ସହର ସମେତ ମୋଟରେ ଅଣତିରି‌ଶ୍‌ଟି ନଗର ଅଟେ।


ଯିହୁଦାର ଲୋକମାନେ ମଧ୍ୟ ଏହି ସହରଗୁଡ଼ିକ ନେଲେ, ସେଗୁଡ଼ିକ ହେଲା, ଲି‌‌ବ୍‌‌ନା, ଏଥର୍, ଅଶନ୍,


ବୈଥଲବାୟୋତ୍, ଶାରୁହନ୍ ଗ୍ରାମ ସମେତ ଏହିପରି ଭାବରେ ତେରଟି ନଗର ଥିଲା।


ବାଲ‌‌‌ତ୍‌‌‌-ବେର ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ସହରସବୁ ପାଇଲେ। ସେହି ଭୂମି ଶିମିୟୋନଙ୍କର ପରିବାରବର୍ଗକୁ ଦିଆଗଲା (ଦିଗସ୍ଥିତ ରାମତ୍) ପ୍ରତ୍ୟେକ ପରିବାର ସେମାନଙ୍କର ପ୍ରାପ୍ୟ ଅଂଶ ପାଇଲେ।


ହର୍ମା, କୋରାଶନ୍, ଅଥାକ୍,


Lean sinn:

Sanasan


Sanasan