Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 19:9 - ପବିତ୍ର ବାଇବଲ

9 ଶିମିୟୋନ ସନ୍ତାନଗଣର ଏହି ଅଧିକାର ଯିହୁଦା ସନ୍ତାନଗଣର ଏକ ଅଂଶ ଥିଲା। କାରଣ ଯିହୁଦା ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା। ଏଥିପାଇଁ ଶିମିୟୋନ ସନ୍ତାନଗଣ ସେମାନଙ୍କର ଅଧିକାର ମଧ୍ୟରେ ଅଧିକାର ପାଇଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଶିମୀୟୋନ-ସନ୍ତାନଗଣର ଏହି ଅଧିକାର ଯିହୁଦା-ସନ୍ତାନଗଣର ଅଧିକାରର ଏକ ଅଂଶ ଥିଲା, କାରଣ ଯିହୁଦା-ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା; ଏହେତୁ ଶିମୀୟୋନ-ସନ୍ତାନଗଣ ସେମାନଙ୍କ ଅଧିକାର ମଧ୍ୟରେ ଅଧିକାର ପାଇଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଶିମୀୟୋନ-ସନ୍ତାନଗଣର ଏହି ଅଧିକାର ଯିହୁଦା ସନ୍ତାନଗଣର ଅଧିକାରର ଏକ ଅଂଶ ଥିଲା, କାରଣ ଯିହୁଦା ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା; ଏହେତୁ ଶିମୀୟୋନ-ସନ୍ତାନଗଣ ସେମାନଙ୍କ ଅଧିକାର ମଧ୍ୟରେ ଅଧିକାର ପାଇଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଶିମୀୟୋନ-ସନ୍ତାନଗଣର ଏହି ଅଧିକାର ଯିହୁଦା-ସନ୍ତାନଗଣର ଅଧିକାରର ଏକ ଅଂଶ ଥିଲା, କାରଣ ଯିହୁଦା-ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା; ଏହେତୁ ଶିମୀୟୋନ-ସନ୍ତାନଗଣ ସେମାନଙ୍କ ଅଧିକାର ମଧ୍ୟରେ ଅଧିକାର ପାଇଲେ।

Faic an caibideil Dèan lethbhreac




ଯିହୋଶୂୟ 19:9
7 Iomraidhean Croise  

ସେମାନଙ୍କ କ୍ରୋଧ ଅଭିଶପ୍ତ ହେଉ। କାରଣ ତାହା ପ୍ରଚଣ୍ଡ ଥିଲା। ସେମାନଙ୍କ କୋପ ଅଭିଶପ୍ତ ହେଉ, କାରଣ ତାହା ନିଷ୍ଠୁର ଥିଲା। ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବି। ଏବଂ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି।


ଏହା ପରେ ସେମାନେ ତାଙ୍କର ପରିବାରରେ ଖାଦ୍ୟ ବଣ୍ଟନ କଲେ। ଏଥିରେ ଯେଉଁମାନେ ଅଧିକ ସଂଗ୍ରହ କରିଥିଲେ ତାଙ୍କର ଖାଦ୍ୟ ବଳିଲା ନାହିଁ କି ଯେଉଁମାନେ କମ୍ ଖାଦ୍ୟ ସଂଗ୍ରହ କରିଥିଲେ ତାଙ୍କର ଅଭାବ ହେଲା ନାହିଁ।


ଯାହାର ବଡ଼ ଗୋଷ୍ଠୀ ତାକୁ ଅଧିକ ଭୂମି ଦେବ ଓ ଯାହାର ଛୋଟ ଗୋଷ୍ଠୀ ତାକୁ ଅଳ୍ପ ଭୂମି ଦେବ। ପ୍ରତ୍ୟେକ ଗୋଷ୍ଠୀକୁ ତା'ର ଆକାର ଅନୁସାରେ ଭୂମି ଦିଆଯିବା ଉଚିତ୍।


ସବୂଲୂନର ପରିବାରବର୍ଗ, ସେମାନଙ୍କର ଗୋଷ୍ଠୀମାନଙ୍କ ପ୍ରତିଜ୍ଞାନୁସାରେ ନିଜ ନିଜର ଭୂମି ଭାଗ ପାଇଲେ। ଏହାର ସୀମା ସାରୀଦ ପର୍ଯ୍ୟନ୍ତ ଥିଲା।


ବାଲ‌‌‌ତ୍‌‌‌-ବେର ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ସହରସବୁ ପାଇଲେ। ସେହି ଭୂମି ଶିମିୟୋନଙ୍କର ପରିବାରବର୍ଗକୁ ଦିଆଗଲା (ଦିଗସ୍ଥିତ ରାମତ୍) ପ୍ରତ୍ୟେକ ପରିବାର ସେମାନଙ୍କର ପ୍ରାପ୍ୟ ଅଂଶ ପାଇଲେ।


Lean sinn:

Sanasan


Sanasan