ଯିହୋଶୂୟ 2:2 - ପବିତ୍ର ବାଇବଲ2 କେହି ଲୋକ ଯିରୀହୋର ରାଜାଙ୍କୁ ଏ କଥା ଜଣାଇଲା, “ଗତ ରାତ୍ରିରେ ଇସ୍ରାଏଲର କେତେକ ଲୋକ ଆମ୍ଭ ଦେଶର ଦୁର୍ବଳତା ଖୋଜିବା ପାଇଁ ଏହି ସ୍ଥାନକୁ ଆସିଲେ।” Faic an caibideilପବିତ୍ର ବାଇବଲ (Re-edited) - (BSI)2 ଏଥିରେ କେହି ଯିରୀହୋ-ରାଜାଙ୍କୁ କହିଲା, ଦେଖ, ଆଜ ରାତ୍ର ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲୋକେ ଦେଶ ଅନୁସନ୍ଧାନ କରିବା ପାଇଁ ଏସ୍ଥାନକୁ ଆସିଅଛନ୍ତି। Faic an caibideilଓଡିଆ ବାଇବେଲ2 ଏଥିରେ କେହି ଯିରୀହୋ-ରାଜାଙ୍କୁ କହିଲା, ଦେଖ, ଆଜ ରାତ୍ର ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଲୋକେ ଦେଶ ଅନୁସନ୍ଧାନ କରିବା ପାଇଁ ଏହି ସ୍ଥାନକୁ ଆସିଅଛନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିରେ କେହି ଯିରୀହୋ-ରାଜାଙ୍କୁ କହିଲା, “ଦେଖ, ଆଜି ରାତ୍ର ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲୋକେ ଦେଶ ଅନୁସନ୍ଧାନ କରିବା ପାଇଁ ଏହି ସ୍ଥାନକୁ ଆସିଅଛନ୍ତି।” Faic an caibideil |
ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ଲୋକ ଆକାସିଆରେ ଛାଉଣି ସ୍ଥାପନ କଲେ। ଯିହୋଶୂୟ ଦୁଇଜଣ ଗୁପ୍ତଚରଙ୍କୁ ପଠାଇଲେ, କୌଣସି ଲୋକ ଏ କଥା ଜାଣି ନ ଥିଲେ, ସେ ଏମାନଙ୍କୁ ଗୋପନରେ ପଠାଇ ଥିଲେ। ଯିହୋଶୂୟ ଦୁଇ ଜଣଙ୍କୁ କହିଲେ, “ଯାଅ, ବିଶେଷତଃ ଯିରୀହୋ ନଗର ନିରୀକ୍ଷଣ କର।” ତେଣୁ ସେମାନେ ଯିରୀହୋ ନଗରକୁ ଗଲେ, ସେମାନେ ଯାଇ ଏକ ବ୍ୟଭିଗ୍ଭରିଣୀ ଗୃହରେ ରହିଲେ। ସେହି ବ୍ୟଭିଗ୍ଭରିଣୀର ନାମ ରାହାବ ଥିଲା।