Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 21:12 - ପବିତ୍ର ବାଇବଲ

12 ସେହି ନଗରର ଖୋଲା କ୍ଷେତ୍ର ଓ ତାହାର ଗ୍ରାମମାନ ସେମାନେ ଯିଫୁନ୍ନିର ପୁତ୍ର କାଲେ‌ବ୍‌କୁ ଅଧିକାର କରିବାକୁ ଦେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବ୍ଙ୍କୁ ଦେଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦେଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦେଲେ।

Faic an caibideil Dèan lethbhreac




ଯିହୋଶୂୟ 21:12
6 Iomraidhean Croise  

ଯିହୁଦା ଗୋଷ୍ଠୀବର୍ଗ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ୍।


ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରିୟଥ୍ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥ ଗ୍ଭରଣଭୂମି ଦେଲେ। ହିବ୍ରୋଣ ନାମରେ ନାମିତ ଅର୍ବ ଯେ କି ଅନାକର ପିତା ଥିଲା। ତାଙ୍କର ନାମ ଅନୁସାରେ ଏହି ସ୍ଥାନର ନାମ ଅର୍ବ ରଖାଯାଇ ଥିଲା।


ତେଣୁ ସେମାନେ ହାରୋଣଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କୁ ହିବ୍ରୋଣ ନଗର ଦେଲେ। ହିବ୍ରୋଣ ଥିଲା ନିରାପଦର ସହର। ସେମାନେ ମଧ୍ୟ ହାରୋଣର ଉତ୍ତରାଧିକାରୀମାନଙ୍କୁ ଲି‌‌ବ୍‌‌ନା ସହର ଦେଲେ।


ଆମ୍ଭେମାନେ କରେଥୀୟମାନେ ବାସ କରୁଥିବା ନେଗେଭ ଆକ୍ରମଣ କଲୁ। ଆମ୍ଭେମାନେ ସିକ୍ଳଗ୍‌କୁ ଅଗ୍ନିରେ ଦ‌ଗ୍‌ଧ କଲୁ ଓ ଯିହୁଦାର କାଲେ‌ବ୍‌ମାନଙ୍କର ବସତି ଉପରେ ଆକ୍ରମଣ କଲୁ।”


Lean sinn:

Sanasan


Sanasan