Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 21:16 - ପବିତ୍ର ବାଇବଲ

16 ଐନ୍ ଓ ତହିଁର ତଳଭୂମି, ଯୁଟା ଓ ତହିଁର ତଳଭୂମି, ବୈ‌ଥ୍‌ଶେମଶ୍ ଓ ତା'ର ତଳଭୂମି ସେହି ଦୁଇ ବଂଶରୁ ଏହିପରି ନଅ ଗୋଟି ନଗର ଦେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ଐନ୍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବୈଥ୍ଶେମଶ୍ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ଐନ୍‍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବେଥ୍-ଶେମଶ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଐନ୍‍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବେଥ୍-ଶେମଶ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ।

Faic an caibideil Dèan lethbhreac




ଯିହୋଶୂୟ 21:16
10 Iomraidhean Croise  

ମାକସ୍, ଶାଲବୀମ୍, ବୈଥ୍-ଶେମଶ, ଓ ଏଲୋନ-ବୈଥାନନର ଶାସନକର୍ତ୍ତା ଥିଲେ, ବିନ୍-ଦେକର।


ଏହି ସହରଗୁଡ଼ିକ ନିକଟରେ ଥିବା ପାଞ୍ଚ ଗୋଟି ଗ୍ରାମର ନାମ ଥିଲା ଐଟମ, ଐନ୍, ରିମ୍ମୋନ, ତୋଖେନ୍ ଓ ଆଶନ୍।


ଆଶନ୍, ବୈଥ୍-ଶେମଶ ଏବଂ ସେମାନଙ୍କର କ୍ଷେତ।


ତେଣୁ ଇସ୍ରାଏଲର ରାଜା ଯୋୟାଶ୍ ବୈଥ୍-ଶେମଶ୍ ସହରରେ ଯିହୁଦାର ରାଜା ଅମତ୍‌ସିୟଙ୍କୁ ସାମ୍ନା-ସାମ୍ନି ହୋଇ ଭେଟିଲେ। ବୈଥ୍-ଶେମଶ୍ ଯିହୁଦାର ଅଞ୍ଚଳ ଅଟେ।


ଏହା ପରେ ସେହି ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ୍ ନାମରେ ପ୍ରସିଦ୍ଧ ଯିୟାରୀମ୍ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଥିଲା। ତହୁଁ ସେ ବୈ‌ଥ୍‌ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଥିଲା।


ଲବାୟୋତ୍, ଶିଲହୀମ୍, ଐନ୍, ରିମ୍ମୋନ୍ ସହର ସମେତ ମୋଟରେ ଅଣତିରି‌ଶ୍‌ଟି ନଗର ଅଟେ।


ଯିହୁଦାର ଲୋକମାନେ ମଧ୍ୟ ଏହି ସହରଗୁଡ଼ିକ ନେଲେ, ସେଗୁଡ଼ିକ ହେଲା, ଲି‌‌ବ୍‌‌ନା, ଏଥର୍, ଅଶନ୍,


ଯିହୁଦାର ଲୋକମାନଙ୍କୁ ମଧ୍ୟ ଏହି ସହରଗୁଡ଼ିକ ଦିଆଗଲା। ସେଗୁଡ଼ିକ ହେଲା, ମାୟୋନ୍ କର୍ମିଲ୍, ସୀପ୍, ଯୁଟା,


ସେତେବେଳେ ସେହି ଗାଭୀମାନେ ସଳଖ ପଥ ଧରି ବୈ‌ଥ୍‌-ଶେମଶକୁ ଗଲେ; ସେମାନେ ସେମାନଙ୍କର ବାମ କିମ୍ବା ଡାହାଣକୁ ବୁଲିଲେ ନାହିଁ। ସେମାନେ ରାସ୍ତାସାରା ହମ୍ବା ରବ କରୁଥିଲେ, ଆଉ ସେମାନଙ୍କ ପଛେ ପଛେ ପଲେଷ୍ଟୀୟ ଅଧିପତିମାନେ ବୈ‌ଥ୍‌ଶେମଶ ସୀମା ପର୍ଯ୍ୟନ୍ତ ଗଲେ।


ଏହାକୁ ଲକ୍ଷ୍ୟ ରଖ। ଯଦି ଏହା ଆମ୍ଭର ସୀମା ଦେଇ ବୈ‌ଥ୍‌ଶେମଶକୁ ଯାଏ, ଆମ୍ଭେମାନେ ହୃ‌‌‌‌ଦ୍‌‌‌‌ବୋଧ କରିବୁ ଯେ, ପରମେଶ୍ୱର ଆମ୍ଭମାନଙ୍କ ଉପରକୁ ଏହି ବିପତ୍ତି ଆଣିଛନ୍ତି। ଯଦି ଏହା ସିଧା ବୈ‌ଥ୍‌ଶେମଶକୁ ଯାଏ, ଆମ୍ଭେମାନେ ଜାଣିବୁ ଯେ, ଇସ୍ରାଏଲର ପରମେଶ୍ୱରଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ। ଏହା ଦୈବାତ୍ ଘଟିଯାଇଛି।”


Lean sinn:

Sanasan


Sanasan