Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 21:6 - ପବିତ୍ର ବାଇବଲ

6 ଗେର୍ଶୋନର ସନ୍ତାନଗଣ ଇଷାଖର ବଂଶର ସମସ୍ତ ବଂଶରୁ ଏବଂ ଆଶେର ବଂଶ, ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେରଟି ନଗର ପାଇଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ଵାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧବଂଶରୁ ତେର ନଗର ପାଇଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେର ନଗର ପାଇଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେର ନଗର ପାଇଲେ।

Faic an caibideil Dèan lethbhreac




ଯିହୋଶୂୟ 21:6
8 Iomraidhean Croise  

କିନ୍ତୁ ସେମାନେ ସହରଠାରୁ ଦୂରରେ ଥିବା କ୍ଷେତ୍ର ଓ ଗ୍ରାମସବୁ ଯିଫୁନ୍ନିର ପୁତ୍ର ‌‌‌କାଲେ‌ବଙ୍କୁ ଦେଲେ।


ଗେର୍ଶୋନଙ୍କ ଗୋଷ୍ଠୀ ତେର ଗୋଟି ନଗର ପ୍ରାପ୍ତ ହେଲା। ସେମାନେ ଇଷାଖର, ଆଶେର, ନପ୍ତାଲି ଓ ବାଶନ ଅଞ୍ଚଳରେ ବାସ କରୁଥିବା ମନଃଶିର ଅବଶିଷ୍ଟ ବଂଶଠାରୁ ସେହି ନଗରଗୁଡ଼ିକ ପ୍ରାପ୍ତ ହେଲେ।


କହାତର ଅବଶିଷ୍ଟ ବଂଶଧରମାନେ ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନବଂଶ ଏବଂ ମନଃଶିର ଅର୍ଦ୍ଧବଂଶରୁ ଦଶ ନଗର ପାଇଲେ।


ମରାରି ସନ୍ତାନଗଣ ନିଜ ନିଜ ବଂଶାନୁସାରେ ରୁବେନ୍ ବଂଶ, ଗାଦ୍ ବଂଶ, ସବୂଲୂନ ବଂଶରୁ ଏହିପରି ବାରଟି ନଗର ପାଇଲେ।


Lean sinn:

Sanasan


Sanasan