Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 21:7 - ପବିତ୍ର ବାଇବଲ

7 ମରାରି ସନ୍ତାନଗଣ ନିଜ ନିଜ ବଂଶାନୁସାରେ ରୁବେନ୍ ବଂଶ, ଗାଦ୍ ବଂଶ, ସବୂଲୂନ ବଂଶରୁ ଏହିପରି ବାରଟି ନଗର ପାଇଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ଆଉ ମରାରି-ସନ୍ତାନଗଣ ଆପଣା ଆପଣା ବଂଶାନୁସାରେ ରୁବେନ୍ ବଂଶ ଓ ଗାଦ୍ ବଂଶ ଓ ସବୂଲୂନ୍ ବଂଶରୁ ବାର ନଗର ପାଇଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ଆଉ ମରାରି-ସନ୍ତାନଗଣ ଆପଣା ଆପଣା ବଂଶାନୁସାରେ ରୁବେନ୍‍ ବଂଶ ଓ ଗାଦ୍‍ ବଂଶ ଓ ସବୂଲୂନ ବଂଶରୁ ବାର ନଗର ପାଇଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ମରାରି-ସନ୍ତାନଗଣ ଆପଣା ଆପଣା ବଂଶାନୁସାରେ ରୁବେନ୍‍ ବଂଶ ଓ ଗାଦ୍‍ ବଂଶ ଓ ସବୂଲୂନ ବଂଶରୁ ବାର ନଗର ପାଇଲେ।

Faic an caibideil Dèan lethbhreac




ଯିହୋଶୂୟ 21:7
8 Iomraidhean Croise  

ଗେର୍ଶୋନଙ୍କ ଗୋଷ୍ଠୀ ତେର ଗୋଟି ନଗର ପ୍ରାପ୍ତ ହେଲା। ସେମାନେ ଇଷାଖର, ଆଶେର, ନପ୍ତାଲି ଓ ବାଶନ ଅଞ୍ଚଳରେ ବାସ କରୁଥିବା ମନଃଶିର ଅବଶିଷ୍ଟ ବଂଶଠାରୁ ସେହି ନଗରଗୁଡ଼ିକ ପ୍ରାପ୍ତ ହେଲେ।


ମରାରି ବଂଶର ପରିବାରବର୍ଗକୁ ବାର ଗୋଟି ନଗର ପ୍ରାପ୍ତ ହେଲା। ସେମାନେ ରୁବେନ୍, ଗାଦ୍, ସବୁଲୂନର ଗୋଷ୍ଠୀଠାରୁ ସେହି ସମସ୍ତ ନଗର ପ୍ରାପ୍ତ ହେଲେ। ସେମାନେ ଗୁଲିବାଣ୍ଟଦ୍ୱାରା ସେହି ନଗରସବୁ ପ୍ରାପ୍ତ କଲେ।


ମରାରିର ସନ୍ତାନମାନେ ଥିଲେ, ମହଲି ଓ ମୂଶି, ଏହିସବୁ ବଂଶ ଇସ୍ରାଏଲୀୟ ଲେବୀ ବଂଶୀୟ ଥିଲେ।


ପୁଣି ଆପଣା ବଂଶ ଅନୁସାରେ ମରାରିର ପରିବାରବର୍ଗର ନାମ ମହଲି ଓ ମୂଶି। ଏମାନେ ଆପଣା ପିତୃଗୃହ ଅନୁସାରେ ଲେବୀୟମାନଙ୍କ ବଂଶ।


ଗେର୍ଶୋନର ସନ୍ତାନଗଣ ଇଷାଖର ବଂଶର ସମସ୍ତ ବଂଶରୁ ଏବଂ ଆଶେର ବଂଶ, ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେରଟି ନଗର ପାଇଲେ।


ଏହିପରି ଇସ୍ରାଏଲ ସନ୍ତାନଗଣ ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି ଭାବରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳଭୂମି ଦେଲେ।


Lean sinn:

Sanasan


Sanasan