ଯିହୋଶୂୟ 22:3 - ପବିତ୍ର ବାଇବଲ3 ଏବଂ ସବୁ ସମୟରେ ତୁମ୍ଭେମାନେ ଇସ୍ରାଏଲବାସୀଙ୍କୁ ସହଯୋଗ କରିଅଛ। ତୁମ୍ଭେମାନେ ତୁମ୍ଭମାନଙ୍କ ସଦାପ୍ରଭୁଙ୍କର ବାକ୍ୟକୁ ଠିକ୍ ଭାବରେ, ଅତି ସତର୍କତାର ସହକାରେ ପାଳନ କରିଛ ଏବଂ ତୁମ୍ଭେମାନେ ଏହି ଆଜ୍ଞା ପାଳନ କଲ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେମାନେ ବହୁଦିନାବଧି ଆଜି ପର୍ଯ୍ୟନ୍ତ ଆପଣା ଆପଣା ଭ୍ରାତୃଗଣକୁ ତ୍ୟାଗ କରି ନାହଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଆଜ୍ଞା ପାଳନ କରିଅଛ। Faic an caibideilଓଡିଆ ବାଇବେଲ3 ତୁମ୍ଭେମାନେ ବହୁଦିନାବଧି ଆଜି ପର୍ଯ୍ୟନ୍ତ ଆପଣା ଆପଣା ଭ୍ରାତୃଗଣକୁ ତ୍ୟାଗ କରି ନାହଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞା ପାଳନ କରିଅଛ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେମାନେ ବହୁଦିନାବଧି ଆଜି ପର୍ଯ୍ୟନ୍ତ ଆପଣା ଆପଣା ଭ୍ରାତୃଗଣକୁ ତ୍ୟାଗ କରି ନାହଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞା ପାଳନ କରିଅଛ। Faic an caibideil |
ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲବାସୀଙ୍କୁ ଶାନ୍ତି ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ଏବଂ ବର୍ତ୍ତମାନ ସଦାପ୍ରଭୁ ପରମେଶ୍ୱରଙ୍କର ବାକ୍ୟ ରକ୍ଷା କରିଛନ୍ତି। ତେଣୁ ତୁମ୍ଭେମାନେ ବର୍ତ୍ତମାନ ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କରି ପାରିବ। ସଦାପ୍ରଭୁଙ୍କର ସେବକ ମୋଶା ଯର୍ଦ୍ଦନ ନଦୀର ପୂର୍ବ ପାର୍ଶ୍ୱରେ ତୁମ୍ଭମାନଙ୍କୁ ଭୂମି ଦେଇଛନ୍ତି। ବର୍ତ୍ତମାନ ତୁମ୍ଭେମାନେ ସେଠାକୁ ତୁମ୍ଭମାନଙ୍କର ସ୍ୱଗୃହକୁ ଯାଇପାର।