Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 22:8 - ପବିତ୍ର ବାଇବଲ

8 ସେ କହିଲେ, “ତୁମ୍ଭେମାନେ, ତୁମ୍ଭମାନଙ୍କର ବହୁତ ଧନ ସମ୍ପଦ ଓ ପଶୁଗଣ ସହିତ ଘରକୁ ଯାଅ। ତୁମ୍ଭମାନଙ୍କର ବହୁତ ଦାମି ସୁନାରୂପା ଅଳଙ୍କାର ଇତ୍ୟାଦି ଅଛି। ତୁମ୍ଭମାନଙ୍କର ବହୁତ ସୁନ୍ଦର ପୋଷାକ ମଧ୍ୟ ଅଛି। ଯେଉଁଗୁଡ଼ିକ କି ତୁମ୍ଭେମାନେ ତୁମ୍ଭ ଶତ୍ରୁମାନଙ୍କଠାରୁ ଛଡ଼ାଇ ଆଣିଥିଲ। ଗୃହକୁ ଫେରିଯାଅ ଏବଂ ସେଗୁଡ଼ିକ ତୁମ୍ଭର ନିଜ ନିଜ ଭାତୃଗଣଙ୍କ ମଧ୍ୟରେ ବାଣ୍ଟି ଦିଅ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭେମାନେ ପ୍ରଚୁର ସମ୍ପତ୍ତି ଓ ପଲ ପଲ ପଶୁ, ରୂପା, ସୁନା ଓ ପିତ୍ତଳ ଓ ଲୁହା ଓ ଅପାର ବସ୍ତ୍ର ସଙ୍ଗେ ନେଇ ଆପଣା ଆପଣା ତମ୍ଵୁକୁ ଫେରିଯାଅ; ଆପଣା ଶତ୍ରୁମାନଙ୍କ-ଠାରୁ ଲୁଟିତ ଦ୍ରବ୍ୟ ଆପଣା ଆପଣା ଭ୍ରାତୃଗଣ ମଧ୍ୟରେ ବିଭାଗ କର।

Faic an caibideil Dèan lethbhreac

ଓଡିଆ ବାଇବେଲ

8 “ତୁମ୍ଭେମାନେ ପ୍ରଚୁର ସମ୍ପତ୍ତି ଓ ପଲ ପଲ ପଶୁ, ରୂପା, ସୁନା ଓ ପିତ୍ତଳ ଓ ଲୁହା ଓ ଅପାର ବସ୍ତ୍ର ସଙ୍ଗେ ନେଇ ଆପଣା ଆପଣା ତମ୍ବୁକୁ ଫେରିଯାଅ; ଆପଣା ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ଆପଣା ଆପଣା ଭ୍ରାତୃଗଣ ମଧ୍ୟରେ ବିଭାଗ କର।”

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 “ତୁମ୍ଭେମାନେ ପ୍ରଚୁର ସମ୍ପତ୍ତି ଓ ପଲ ପଲ ପଶୁ, ରୂପା, ସୁନା ଓ ପିତ୍ତଳ ଓ ଲୁହା ଓ ଅପାର ବସ୍ତ୍ର ସଙ୍ଗେ ନେଇ ଆପଣା ଆପଣା ତମ୍ବୁକୁ ଫେରିଯାଅ; ଆପଣା ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ଆପଣା ଆପଣା ଭ୍ରାତୃଗଣ ମଧ୍ୟରେ ବିଭାଗ କର।”

Faic an caibideil Dèan lethbhreac




ଯିହୋଶୂୟ 22:8
12 Iomraidhean Croise  

ବେଲାଙ୍କ ବଂଶଧରମାନ ପୂର୍ବଦିଗରେ ମରୁଭୂମିର ସୀମାବର୍ତ୍ତୀ ଫରାତ୍ ନଦୀ ନିକଟରେ ବାସ କରୁଥିଲେ। ଗିଲିୟଦରେ ସେମାନଙ୍କର ଅନେକ ଗୋପଲ ଥିବାରୁ ସେମାନେ ସେହି ସ୍ଥାନରେ ବାସ କରୁଥିଲେ।


ସଦାପ୍ରଭୁ ଯିହୋଶାଫ‌ଟଙ୍କୁ ଯିହୁଦାର ଏକ ଅତି ଶକ୍ତିଶାଳୀ ରାଜା କଲେ। ଯିହୁଦାର ସମସ୍ତ ଲୋକ ଯିହୋଶାଫ‌ଟଙ୍କ ନିମନ୍ତେ ଉପହାରମାନ ଆଣିଲେ। ତେଣୁ ଯିହୋଶାଫଟଙ୍କର ଧନସମ୍ପଦ ଓ ସମ୍ମାନ ପ୍ରଚୁର ହେଲା।


ହିଜକିୟ ଅନେକ ଧନସମ୍ପଦ ଓ ସମ୍ମାନ ଲାଭ କଲେ। ସେ ରୂପା, ସୁନା, ବହୁମୂଲ୍ୟ ମଣିମୁକ୍ତା, ମସଲା, ଢାଲ ଓ ସମସ୍ତ ପ୍ରକାର ଦ୍ରବ୍ୟ ରଖିବା ନିମନ୍ତେ ସ୍ଥାନସବୁ ନିର୍ମାଣ କଲେ।


“ବଳଶାଳୀ ରାଜାମାନଙ୍କର ସୈନ୍ୟମାନେ ଏଣେତେଣେ ଦୌଡ଼ି ପଳାଇଲେ। ଗୃହରେ ଥିବା ସ୍ତ୍ରୀ ଲୋକମାନେ ସୈନ୍ୟମାନଙ୍କର ଅତ୍ୟାଗ୍ଭର ସହିଲେ।


ସେହିଲୋକ ଡାହାଣ ହସ୍ତରେ ଦୀର୍ଘାୟୁ ଏବଂ ବାମ ହସ୍ତରେ ଧନ ଓ ସମ୍ମାନ ଧାରଣ କରିଛି।


ସେହିସବୁ ଜିନିଷକୁ ସମାନ ଭାବରେ ସୈନ୍ୟମାନଙ୍କ ମଧ୍ୟରେ ଓ ସମସ୍ତ ମଣ୍ତଳୀ ମଧ୍ୟରେ ବାଣ୍ଟି ଦିଅ।


ଅତଏବ, ମୋ’ ଭାଇ ଓ ଭଉଣୀମାନେ, ଦୃଢ଼ ଭାବରେ ସ୍ଥିର ରୁହ। କୌଣସି ବିଷୟ ତୁମ୍ଭକୁ ଅସ୍ଥିର ନ କରୁ। ପରମେଶ୍ୱରଙ୍କ ପାଇଁ କରାଯାଇଥିବା ତୁମ୍ଭର କାର୍ଯ୍ୟ କଦାପି ବ୍ୟର୍ଥ ଯିବ ନାହିଁ। ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସର୍ବଦା ନିଜକୁ ନିୟୋଜିତ କର।


ମିଶର ଦେଶର ସମସ୍ତ ଧନଭଣ୍ଡାର ପ୍ରାପ୍ତ କରିବା ବଦଳରେ ଖ୍ରୀଷ୍ଟଙ୍କ ପାଇଁ କଷ୍ଟ ସହନ କରିବା, ମୋଶା ଅପେକ୍ଷାକୃତ ଭଲ ମନେ କଲେ। ପରମେଶ୍ୱରଙ୍କ ଦ୍ୱାରା ଭବିଷ୍ୟତରେ ମିଳିବାକୁ ଥିବା ପ୍ରତିଦାନ ପାଇଁ ସେ ପ୍ରତୀକ୍ଷା କଲେ।


ସେହି ମିଶରୀୟ ଜଣକ ଦାଉଦଙ୍କୁ ସେମାନଙ୍କ ନିକଟକୁ ନେଇଗଲା। ଯେଉଁଠାରେ ସେମାନେ ଗୋଟିଏ ଜାଗାରେ ଏକତ୍ରିତ ଭାବରେ ବସି ଖିଆପିଆ କରୁଥିଲେ। ସେମାନେ ପଲେଷ୍ଟୀୟମାନଙ୍କର ଓ ଯିହୁଦାରୁ ଲୁଣ୍ଠନ କରିଥିବା ବହୁତ ସାମଗ୍ରୀମାନ ଉପଭୋଗ କଲେ ଓ ସେଠାରେ ଉତ୍ସବ କରୁଥିଲେ।


ତୁମ୍ଭମାନଙ୍କର କଥା କିଏ ଶୁଣିବ? ସମସ୍ତେ ଯୁଦ୍ଧରୁ ଆଣିଥିବା ସାମଗ୍ରୀରେ ଯିଏ ଯୁଦ୍ଧକୁ ଯାଇଥିଲା ସେ ମଧ୍ୟ ଓ ଯିଏ ଭଣ୍ତାରର ଦାୟିତ୍ୱରେ ଥିଲା ସେ ମଧ୍ୟ ସମାନ ଭାଗ ପାଇବ।”


Lean sinn:

Sanasan


Sanasan