ଯିହୋଶୂୟ 23:3 - ପବିତ୍ର ବାଇବଲ3 ତୁମ୍ଭେମାନେ ଦେଖିଅଛ ସଦାପ୍ରଭୁ ଆମ୍ଭମାନଙ୍କ ଶତ୍ରୁମାନଙ୍କ ପାଇଁ ଯାହା ଯାହା କରିଛନ୍ତି। ସେ ଏପରି କରି ଆମ୍ଭକୁ ସାହାଯ୍ୟ କରିଥିଲେ। ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କ ପାଇଁ ଯୁଦ୍ଧ କରିଥିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ସକାଶୁ ଏହିସବୁ ଦେଶୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ତାହାସବୁ ତୁମ୍ଭେମାନେ ଦେଖିଅଛ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିଅଛନ୍ତି। Faic an caibideilଓଡିଆ ବାଇବେଲ3 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସକାଶୁ ଏହିସବୁ ଦେଶୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ତାହାସବୁ ତୁମ୍ଭେମାନେ ଦେଖିଅଛ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିଅଛନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସକାଶୁ ଏହିସବୁ ଦେଶୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ତାହାସବୁ ତୁମ୍ଭେମାନେ ଦେଖିଅଛ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିଅଛନ୍ତି। Faic an caibideil |