ଯିହୋଶୂୟ 3:11 - ପବିତ୍ର ବାଇବଲ11 ଏହା ଏକ ପ୍ରମାଣ। ସମଗ୍ର ଜଗତର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ପାର ହୋଇ ତୁମ୍ଭମାନଙ୍କ ଆଗରେ ଯାଉଅଛି, ଯେହେତୁ ତୁମ୍ଭେମାନେ ଯର୍ଦ୍ଦନ ନଦୀ ପାର ହେଉଅଛ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ଦେଖ, ସମଗ୍ର ଜଗତର ପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ଯାଉଅଛି। Faic an caibideilଓଡିଆ ବାଇବେଲ11 ଦେଖ, ସମଗ୍ର ଜଗତର ପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ଯାଉଅଛି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଦେଖ, ସମଗ୍ର ଜଗତର ପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ଯାଉଅଛି। Faic an caibideil |
“ସିୟୋନର କନ୍ୟା, ଉଠ ଓ ଏହି ଲୋକଙ୍କୁ ଦଳି ଦିଅ। କାରଣ ଆମ୍ଭେ ତୁମ୍ଭକୁ ଶକ୍ତିଶାଳୀ କରିବା। ଆମ୍ଭେ ବଳଦପରି ତୁମ୍ଭର ଶିଙ୍ଗକୁ ଲୌହ ସଦୃଶ ଓ ଖୁରାକୁ ପିତ୍ତଳ ସଦୃଶ କରିବା। ତୁମ୍ଭେ ତାହାର ସାହାଯ୍ୟରେ ଅନେକ ଗୋଷ୍ଠୀକୁ ଚୂର୍ଣ୍ଣ କରିବ। ସେମାନଙ୍କର ଧନସମ୍ପତ୍ତି ତୁମ୍ଭେ ସଦାପ୍ରଭୁଙ୍କୁ ଅର୍ପଣ କରିବ ଏବଂ ସେମାନଙ୍କର ଧନଭଣ୍ତାର ସମୁଦାୟ ଭୂମଣ୍ତଳର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।”