ଯିହୋଶୂୟ 3:5 - ପବିତ୍ର ବାଇବଲ5 ତା'ପରେ ଯିହୋଶୂୟ ତାଙ୍କର ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ନିଜକୁ ପବିତ୍ର କର। ଆସନ୍ତା କାଲି ସଦାପ୍ରଭୁ ତୁମ୍ଭମାନଙ୍କ ଆଗରେ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବେ।” Faic an caibideilପବିତ୍ର ବାଇବଲ (Re-edited) - (BSI)5 ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ। Faic an caibideilଓଡିଆ ବାଇବେଲ5 ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ।” Faic an caibideil |
“ବର୍ତ୍ତମାନ ଯାଅ ଏବଂ ଲୋକମାନଙ୍କୁ ପ୍ରତିଷ୍ଠା କର। ଲୋକମାନଙ୍କୁ କୁହ, ‘ନିଜକୁ ପବିତ୍ର କାର୍ଯ୍ୟ ପାଇଁ ପବିତ୍ର କର। ଆସନ୍ତା କାଲି ପାଇଁ ପ୍ରସ୍ତୁତ ହୁଅ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ମୁଁ ନଷ୍ଟ କରିବା ପାଇଁ କହିଥିବା ଲୁଣ୍ଠନ ଦ୍ରବ୍ୟକୁ ତୁମ୍ଭେମାନେ ଅଧିକାର କରିଅଛ। ତୁମ୍ଭେ ସେ ବସ୍ତୁ ନଷ୍ଟ ନ କରିବା ଯାଏ ଶତ୍ରୁମାନଙ୍କ ଉପରେ ଜୟଲାଭ କରି ପାରିବ ନାହିଁ।