ଯିହୋଶୂୟ 6:1 - ପବିତ୍ର ବାଇବଲ1 ଯିରୀହୋ ସହର ବନ୍ଦ ଥିଲା ଓ ଜଗା ହୋଇଥିଲା। ସେହି ସହରର ଲୋକମାନେ ଭୟଭୀତ ହୋଇ ଯାଇଥିଲେ। କାରଣ ଇସ୍ରାଏଲର ଲୋକମାନେ ସେହି ସହରର ନିକଟରେ ଥିଲେ, କୌଣସି ଲୋକ ସେହି ସହରର ଭିତରକୁ ପଶୁ ନ ଥିଲେ କି କେହି ମଧ୍ୟ ସହର ଭିତରୁ ବାହାରକୁ ମଧ୍ୟ ଆସୁ ନ ଥିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 (ସେହି ସମୟରେ ଇସ୍ରାଏଲ-ସନ୍ତାନଗଣ ସକାଶୁ ଯିରୀହୋ ରୁଦ୍ଧ ଥିଲା; ଦୃଢ଼ ରୂପେ ରୁଦ୍ଧ ହୋଇଥିଲା; କେହି ବାହାରକୁ ଗଲା ନାହିଁ ଓ କେହି ଭିତରକୁ ଆସିଲା ନାହିଁ ) ଯିହୋ.୨:୧ Faic an caibideilଓଡିଆ ବାଇବେଲ1 (ସେହି ସମୟରେ ଇସ୍ରାଏଲ ସନ୍ତାନଗଣ ସକାଶୁ ଯିରୀହୋ ରୁଦ୍ଧ ଥିଲା; ଦୃଢ଼ ରୂପେ ରୁଦ୍ଧ ହୋଇଥିଲା; କେହି ବାହାରକୁ ଗଲେ ନାହିଁ ଓ କେହି ଭିତରକୁ ଆସିଲେ ନାହିଁ।) Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 (ସେହି ସମୟରେ ଇସ୍ରାଏଲ-ସନ୍ତାନଗଣ ସକାଶୁ ଯିରୀହୋ ରୁଦ୍ଧ ଥିଲା; ଦୃଢ଼ ରୂପେ ରୁଦ୍ଧ ହୋଇଥିଲା; କେହି ବାହାରକୁ ଗଲେ ନାହିଁ ଓ କେହି ଭିତରକୁ ଆସିଲେ ନାହିଁ।) Faic an caibideil |
ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ଲୋକ ଆକାସିଆରେ ଛାଉଣି ସ୍ଥାପନ କଲେ। ଯିହୋଶୂୟ ଦୁଇଜଣ ଗୁପ୍ତଚରଙ୍କୁ ପଠାଇଲେ, କୌଣସି ଲୋକ ଏ କଥା ଜାଣି ନ ଥିଲେ, ସେ ଏମାନଙ୍କୁ ଗୋପନରେ ପଠାଇ ଥିଲେ। ଯିହୋଶୂୟ ଦୁଇ ଜଣଙ୍କୁ କହିଲେ, “ଯାଅ, ବିଶେଷତଃ ଯିରୀହୋ ନଗର ନିରୀକ୍ଷଣ କର।” ତେଣୁ ସେମାନେ ଯିରୀହୋ ନଗରକୁ ଗଲେ, ସେମାନେ ଯାଇ ଏକ ବ୍ୟଭିଗ୍ଭରିଣୀ ଗୃହରେ ରହିଲେ। ସେହି ବ୍ୟଭିଗ୍ଭରିଣୀର ନାମ ରାହାବ ଥିଲା।