ଯିହୋଶୂୟ 6:12 - ପବିତ୍ର ବାଇବଲ12 ପ୍ରଭାତରେ ଯିହୋଶୂୟ ବିଛଣା ତ୍ୟାଗ କଲେ ଓ ଏହା ପରେ ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ବାହାରିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ। Faic an caibideilଓଡିଆ ବାଇବେଲ12 ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ। Faic an caibideil |