Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 6:3 - ପବିତ୍ର ବାଇବଲ

3 ପ୍ରତ୍ୟେକ ଦିନ ଥରେ ସମସ୍ତ ଯୋଦ୍ଧା ନଗର ଗ୍ଭରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାର ତୁମ୍ଭେମାନେ ଛଅ ଦିନ ଧରି କରିବା ଉଚିତ୍।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେମାନେ ନଗର ବେଷ୍ଟନ କରିବ, ସମସ୍ତ ଯୋଦ୍ଧା ଥରେ ନଗର ଚାରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାରେ ତୁମ୍ଭେ ଛଅ ଦିନ କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ତୁମ୍ଭେମାନେ ନଗର ବେଷ୍ଟନ କରିବ, ସମସ୍ତ ଯୋଦ୍ଧା ଥରେ ନଗର ଚାରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାରେ ତୁମ୍ଭେ ଛଅ ଦିନ କରିବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭେମାନେ ନଗର ବେଷ୍ଟନ କରିବ, ସମସ୍ତ ଯୋଦ୍ଧା ଥରେ ନଗର ଚାରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାରେ ତୁମ୍ଭେ ଛଅ ଦିନ କରିବ।

Faic an caibideil Dèan lethbhreac




ଯିହୋଶୂୟ 6:3
9 Iomraidhean Croise  

ଏହି ବୃହତ୍ ପିତ୍ତଳର କୁଣ୍ଡର ତଳ ପାର୍ଶ୍ୱର ଚତୁର୍ଦ୍ଦିଗରେ ଷଣ୍ଢର ପ୍ରତିମୂର୍ତ୍ତିସବୁ ଶୋଭା ପାଉଥିଲା। କୁଣ୍ଡର ଚତୁର୍ପାର୍ଶ୍ୱରେ ଦଶ ହାତ ପର୍ଯ୍ୟନ୍ତ ଦୁଇ ଧାଡ଼ିରେ ସେଗୁଡ଼ିକ ଥିଲା। କୁଣ୍ଡକୁ ଗଢ଼ାଯିବା ସମୟରେ ଏହି ଷଣ୍ଢ ପ୍ରତିମୂର୍ତ୍ତିଟିକୁ ତରଳେଇ ଠିକ୍ ସ୍ଥାନରେ ବସେଇ ଦିଆଯାଇଥିଲା।


ତେଣୁ ସଦାପ୍ରଭୁଙ୍କ ବିରୁଦ୍ଧରେ ଯାଅ ନାହିଁ, ଆଉ ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ। ସେମାନେ ଆମ୍ଭମାନଙ୍କର ଖାଦ୍ୟ ସ୍ୱରୂପ। ସେମାନଙ୍କର ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି। ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଭୟ କର ନାହିଁ।”


ଆମ୍ଭେ ପରମେଶ୍ୱରଙ୍କଠାରୁ ଏହି ଧନ ପାଇଅଛୁ। ଆମ୍ଭେ ମାଟିପାତ୍ର ସଦୃଶ କେବଳ ଏହି ଭଣ୍ଡାରକୁ ଧରିଛୁ। ଏହା ପ୍ରମାଣିତ କରେ ଯେ, ଏହି ଆଶ୍ଚର୍ଯ୍ୟ ଶକ୍ତି ଆମ୍ଭର ନୁହେଁ, ତାହା ପରମେଶ୍ୱରଙ୍କର ଅଟେ।


ଏହିପରି ଭାବରେ ଯିହୋଶୂୟ ପବିତ୍ର ସିନ୍ଦୁକ ସହିତ ଯାଜକ ଓ ସୈନ୍ୟଗଣଙ୍କୁ ଥରେ ସହର ପରିକ୍ରମା କରାଇଲେ। ଏହା ପରେ ସେମାନେ ଛାଉଣିକୁ ଫେରି ଆସି ବିଶ୍ରାମ ନେଲେ।


ଏହିପରି ଭାବରେ ଦ୍ୱିତୀୟ ଦିନ ଥରେ ନଗର ପରିକ୍ରମା କଲେ। ଏବଂ ଏହା ପରେ ଛାଉଣିକୁ ଫେରି ଆସିଲେ। ଏହିପରି ଭାବରେ ସେମାନେ ଛଅ ଦିନ ପର୍ଯ୍ୟନ୍ତ କଲେ।


ତେଣୁ ଯିହୋଶୂୟଙ୍କୁ ସଦାପ୍ରଭୁ ପୁଣି ଥରେ କହିଲେ, “ଦେଖ, ଯିରୀହୋ ନଗର ସହିତ ରାଜାମାନଙ୍କୁ ଓ ଶକ୍ତିଶାଳୀ ସୈନ୍ୟମାନଙ୍କୁ ପରାସ୍ତ କରିବାକୁ ମୁଁ ତୁମ୍ଭକୁ ଅନୁମତି ଦେବି।


ସାତୋଟି ମେଷ ତୂରୀ ସହିତ ସାତ ଜଣ ଯାଜକ ପବିତ୍ର ସିନ୍ଦୁକ ସମ୍ମୁଖକୁ ଯିବେ। ଆଉ ସପ୍ତମ ଦିନରେ ତୁମ୍ଭେମାନେ ସାତଥର ନଗର ପ୍ରଦକ୍ଷିଣ କରିବା ଉଚିତ୍ ଓ ଯାଜକମାନେ ମେଷର ତୂରୀ ବଜାଇବା ଉଚିତ୍।


ତା'ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ବର୍ତ୍ତମାନ ଯାଅ, ସହରରେ ପ୍ରଦକ୍ଷିଣ କର। ସୈନ୍ୟମାନେ ପବିତ୍ର ସିନ୍ଦୁକର ଆଗରେ ରହିଲେ।”


Lean sinn:

Sanasan


Sanasan