Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 6:8 - ପବିତ୍ର ବାଇବଲ

8 ଯିହୋଶୂୟ ଲୋକମାନଙ୍କୁ କହି ସାରିବା ପରେ, ସାତ ଜଣ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଗ୍ଭଲିଲେ ଏବଂ ସେମାନେ ଗ୍ଭଲିବା ସମୟରେ ସାତୋଟି ତୂରୀ ବଜାଇ ବଜାଇ ଗ୍ଭଲିଲେ। ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ସିନ୍ଦୁକ ଧରି ତାଙ୍କ ପଛେ ପଛେ ଗ୍ଭଲିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ତେଣୁ ଯିହୋଶୂୟ ଲୋକମାନଙ୍କୁ କହିଲା ଉତ୍ତାରେ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ମହାଶଦ୍ଦକାରୀ ତୂରୀ ବହି ବଜାଇ ବଜାଇ ଚାଲିଲେ ଓ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ପଛେ ପଛେ ଚଳିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ତେଣୁ ଯିହୋଶୂୟ ଲୋକମାନଙ୍କୁ କହିଲା ଉତ୍ତାରେ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ମହାଶବ୍ଦକାରୀ ତୂରୀ ବହି ବଜାଇ ବଜାଇ ଚାଲିଲେ ଓ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ପଛେ ପଛେ ଚଳିଲା।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତେଣୁ ଯିହୋଶୂୟ ଲୋକମାନଙ୍କୁ କହିଲା ଉତ୍ତାରେ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ମହାଶବ୍ଦକାରୀ ତୂରୀ ବହି ବଜାଇ ବଜାଇ ଚାଲିଲେ ଓ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ପଛେ ପଛେ ଚଳିଲା।

Faic an caibideil Dèan lethbhreac




ଯିହୋଶୂୟ 6:8
4 Iomraidhean Croise  

ତେଣୁ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେବେ ଏହିସବୁ କରିବ, ତେବେ ଏହି ଭୂମି ତୁମ୍ଭର ଅଧିକୃତ ହେବ। କିନ୍ତୁ ତୁମ୍ଭର ସୈନ୍ୟମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଆଗେଇ ଯିବେ।


ତା'ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ବର୍ତ୍ତମାନ ଯାଅ, ସହରରେ ପ୍ରଦକ୍ଷିଣ କର। ସୈନ୍ୟମାନେ ପବିତ୍ର ସିନ୍ଦୁକର ଆଗରେ ରହିଲେ।”


ସୈନ୍ୟମାନେ ସେମାନଙ୍କର ଅସ୍ତ୍ରଶସ୍ତ୍ର ସହ ଯେଉଁ ଯାଜକମାନେ ମେଷ ତୂରୀ ବଜାଉଥିଲେ ସେମାନଙ୍କର ସମ୍ମୁଖରେ ଗ୍ଭଲିଲେ। ପ୍ରହରୀଗଣ ପବିତ୍ର ନିୟମ-ସିନ୍ଦୁକ ପଛେ ପଛେ ଗ୍ଭଲିଲେ। ସେମାନେ ଏହିପରି ଭାବରେ ଅବିରତ ମେଷ ତୂରୀ ବଜାଇ ସହର ପରିକ୍ରମଣ କଲେ।


Lean sinn:

Sanasan


Sanasan