ଯିହୋଶୂୟ 7:1 - ପବିତ୍ର ବାଇବଲ1 କିନ୍ତୁ ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କ ଦ୍ରବ୍ୟ ନଷ୍ଟ ସମ୍ବନ୍ଧୀୟ ଆଦେଶ ମାନିଲେ ନାହିଁ। ସେଠାରେ ଜଣେ ଯିହୁଦା ଗୋଷ୍ଠୀୟ ଲୋକ ଥିଲା, ଯାହାର ନାମ ଆଖନ୍। ସେ କର୍ମିର ପୁତ୍ର ଥିଲା ଏବଂ କର୍ମି ଜିମୀର ପୁତ୍ର ଥିଲା। ଯାହା ଧ୍ୱଂସ କରିବାର ଥିଲା, ସେଥିରୁ କିଛି ଆଖନ୍ ରଖିଥିଲା। ଯେଉଁଥିପାଇଁ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ଉପରେ କ୍ରୋଧିତ ହେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ମାତ୍ର ଇସ୍ରାଏଲ-ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସଦ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା। Faic an caibideilଓଡିଆ ବାଇବେଲ1 ମାତ୍ର ଇସ୍ରାଏଲ ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମାତ୍ର ଇସ୍ରାଏଲ-ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା। Faic an caibideil |
ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, “ତୁମ୍ଭମାନଙ୍କ ବସ୍ତ୍ର ଚିର ନାହିଁ କି କେଶ ମୁକୁଳା କର ନାହିଁ, ତୁମ୍ଭେମାନେ ତୁମ୍ଭମାନଙ୍କର ଦୁଃଖ ପ୍ରକାଶ କର ନାହିଁ। ତୁମ୍ଭେ ମୁଁ ଆଦେଶ ଦେବାଭଳି କାର୍ଯ୍ୟ କର ଓ ତୁମ୍ଭେମାନେ ମୃତ୍ୟୁବରଣ କରିବ ନାହିଁ ଏବଂ ପରମେଶ୍ୱର ସମଗ୍ର ମଣ୍ଡଳୀ ଉପରେ ରାଗିବେ ନାହିଁ। ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ସେଥିପାଇଁ ତୁମ୍ଭ ଭାତୃବର୍ଗଙ୍କ ପାଇଁ ସମସ୍ତ ଇସ୍ରାଏଲ ବଂଶ ରୋଦନ କରନ୍ତୁ।