ଯିହୋଶୂୟ 7:4 - ପବିତ୍ର ବାଇବଲ4-5 ତେଣୁ ମାତ୍ର 3,000 ସୈନ୍ୟ ଅୟକୁ ଗଲେ। କିନ୍ତୁ ଅୟର ଲୋକମାନେ ଛତିଶ୍ ଜଣ ଇସ୍ରାଏଲୀୟଙ୍କୁ ହତ୍ୟା କଲେ। ତେଣୁ ଇସ୍ରାଏଲୀୟ ସୈନ୍ୟମାନେ ସେହି ସ୍ଥାନରୁ ଦୌଡ଼ି ପଳାଇଲେ। ଅୟର ଲୋକମାନେ ସେମାନଙ୍କର ପଛେ ଗୋଡ଼େଇ ଗୋଡ଼େଇ ଆଣି ଶବାରୀମ ପର୍ଯ୍ୟନ୍ତ ଆଣିଲେ। ତେଣୁ ଇସ୍ରାଏଲୀୟ ଲୋକମାନେ ଭୟଭୀତ ହେଲେ ଓ ସେମାନେ ସାହସ ହରାଇଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ତେଣୁ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ସହସ୍ର ସେଠାକୁ ଗଲେ, ମାତ୍ର ସେମାନେ ଅୟ ନଗରସ୍ଥ ଲୋକମାନଙ୍କ ସମ୍ମୁଖରୁ ପଳାଇଲେ। Faic an caibideilଓଡିଆ ବାଇବେଲ4 ତେଣୁ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ସହସ୍ର ସେଠାକୁ ଗଲେ, ମାତ୍ର ସେମାନେ ଅୟ ନଗରସ୍ଥ ଲୋକମାନଙ୍କ ସମ୍ମୁଖରୁ ପଳାଇଲେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତେଣୁ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ସହସ୍ର ସେଠାକୁ ଗଲେ, ମାତ୍ର ସେମାନେ ଅୟ ନଗରସ୍ଥ ଲୋକମାନଙ୍କ ସମ୍ମୁଖରୁ ପଳାଇଲେ। Faic an caibideil |