ଯିହୋଶୂୟ 8:11 - ପବିତ୍ର ବାଇବଲ11 ସମସ୍ତ ସୈନ୍ୟ ଯେଉଁମାନେ କି ଯିହୋଶୂୟଙ୍କ ସହିତ ଥିଲେ, ସେମାନେ ଅୟ ଆଡ଼କୁ ଅଗ୍ରସର ହେଲେ। ସେମାନେ ନଗରର ସମ୍ମୁଖରେ ରହିଲେ। ସୈନ୍ୟମାନେ ସେମାନଙ୍କର ଛାଉଣି ଉତ୍ତର ପଟେ ପ୍ରସ୍ତୁତ କଲେ। ସୈନ୍ୟ ଛାଉଣି ଓ ଅୟର ମଧ୍ୟରେ ଏକ ଉପତ୍ୟକା ମଧ୍ୟ ଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)11 ପୁଣି ତାଙ୍କର ସଙ୍ଗୀ ସମସ୍ତ ସୈନ୍ୟ ଯାଇ ନିକଟବର୍ତ୍ତୀ ହୋଇ ନଗର ସମ୍ମୁଖରେ ଉପସ୍ଥିତ ହେଲେ ଓ ଅୟର ଉତ୍ତର ଦିଗରେ ଛାଉଣି ସ୍ଥାପନ କଲେ; ସେମାନଙ୍କର ଓ ଅୟର ମଧ୍ୟରେ ଏକ ଉପତ୍ୟକା ଥିଲା। Faic an caibideilଓଡିଆ ବାଇବେଲ11 ପୁଣି ତାଙ୍କର ସଙ୍ଗୀ ସମସ୍ତ ସୈନ୍ୟ ଯାଇ ନିକଟବର୍ତ୍ତୀ ହୋଇ ନଗର ସମ୍ମୁଖରେ ଉପସ୍ଥିତ ହେଲେ ଓ ଅୟର ଉତ୍ତର ଦିଗରେ ଛାଉଣି ସ୍ଥାପନ କଲେ; ସେମାନଙ୍କର ଓ ଅୟର ମଧ୍ୟରେ ଏକ ଉପତ୍ୟକା ଥିଲା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି ତାଙ୍କର ସଙ୍ଗୀ ସମସ୍ତ ସୈନ୍ୟ ଯାଇ ନିକଟବର୍ତ୍ତୀ ହୋଇ ନଗର ସମ୍ମୁଖରେ ଉପସ୍ଥିତ ହେଲେ ଓ ଅୟର ଉତ୍ତର ଦିଗରେ ଛାଉଣି ସ୍ଥାପନ କଲେ; ସେମାନଙ୍କର ଓ ଅୟର ମଧ୍ୟରେ ଏକ ଉପତ୍ୟକା ଥିଲା। Faic an caibideil |