ଯିହୋଶୂୟ 8:16 - ପବିତ୍ର ବାଇବଲ16 ତେଣୁ ନଗରର ସମସ୍ତ ସୈନ୍ୟ ସେମାନଙ୍କ ପଛରେ ପାଟିକରି ସେମାନଙ୍କୁ ଗୋଡ଼ାଇ ଗୋଡ଼ାଇ ତାଙ୍କ ପଛରେ ଦୌଡ଼ିଲେ। ଏହିପରି ଭାବରେ ସମସ୍ତ ଲୋକ ନଗର ପରିତ୍ୟାଗ କରିଥିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)16 ତହିଁରେ ନଗରସ୍ଥିତ ସମସ୍ତ ଲୋକ ସେମାନଙ୍କ ପଛେ ପଛେ ଗୋଡ଼ାଇବା ପାଇଁ ଏକତ୍ର ଡକାଗଲେ; ପୁଣି ସେମାନେ ଯିହୋଶୂୟଙ୍କର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ନଗରରୁ ଦୂରକୁ ଆକର୍ଷିତ ହେଲେ। Faic an caibideilଓଡିଆ ବାଇବେଲ16 ତହିଁରେ ନଗରସ୍ଥିତ ସମସ୍ତ ଲୋକ ସେମାନଙ୍କ ପଛେ ପଛେ ଗୋଡ଼ାଇବା ପାଇଁ ଏକତ୍ର ଡକାଗଲେ; ପୁଣି ସେମାନେ ଯିହୋଶୂୟଙ୍କର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ନଗରରୁ ଦୂରକୁ ଆକର୍ଷିତ ହେଲେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ନଗରସ୍ଥିତ ସମସ୍ତ ଲୋକ ସେମାନଙ୍କ ପଛେ ପଛେ ଗୋଡ଼ାଇବା ପାଇଁ ଏକତ୍ର ଡକାଗଲେ; ପୁଣି ସେମାନେ ଯିହୋଶୂୟଙ୍କର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ନଗରରୁ ଦୂରକୁ ଆକର୍ଷିତ ହେଲେ। Faic an caibideil |
ବିନ୍ୟାମୀନର ସୈନ୍ୟମାନେ ଇସ୍ରାଏଲୀୟ ସୈନ୍ୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଗିବିୟାରୁ ବାହାରି ଆସିଲେ। ଇସ୍ରାଏଲର ସୈନ୍ୟମାନେ ପଳାୟନ କଲେ ଓ ବିନ୍ୟାମୀନ ସୈନ୍ୟମାନେ ସେମାନଙ୍କର ପଛରେ ଗୋଡ଼ାଇଲେ। ଏହି ପ୍ରକାରେ ସେମାନେ ଇସ୍ରାଏଲୀୟମାନଙ୍କୁ ଗୋଡ଼ାଇ ଗୋଡ଼ାଇ ନଗରକୁ ପଛରେ ଛାଡ଼ି ଯିବାର କଲେ। ବିନ୍ୟାମୀନର ସୈନ୍ୟମାନେ ପୂର୍ବଥର ପରି ଇସ୍ରାଏଲର କେତେକ ସୈନ୍ୟମାନଙ୍କୁ ମାରିବାକୁ ଲାଗିଲେ। ଏହିପରି ଭାବରେ ତିରିଶ୍ ଜଣ ସୈନ୍ୟ ହତ ହେଲେ। ସେମାନେ କେତେକ ଲୋକଙ୍କୁ କ୍ଷେତ ମଧ୍ୟରେ ଏବଂ ସେମାନଙ୍କ ମଧ୍ୟରୁ କେତେକଙ୍କୁ ସଡ଼କରେ ହତ୍ୟା କଲେ। ଗୋଟିଏ ରାସ୍ତା ଗିବିୟାକୁ ପଡ଼ିଥିଲା, ଅନ୍ୟଟି ବୈଥେଲ୍କୁ।