Biblia Todo Logo
Bìoball air-loidhne

- Sanasan -

ଯିହୋଶୂୟ 8:5 - ପବିତ୍ର ବାଇବଲ

5 ମୋ’ ସହିତ ସମସ୍ତ ସୈନ୍ୟଗଣ ନଗର ନିକଟକୁ ଯିବୁ। ସେମାନେ ଯେତେବେଳେ ଆମ୍ଭମାନଙ୍କୁ ଆକ୍ରମଣ କରିବାକୁ ଆସିବେ, ଆମ୍ଭେମାନେ ବୁଲିପଡ଼ିବୁ ଓ ସେମାନଙ୍କ ନିକଟରୁ ଦୌଡ଼ି ପଲାଇବୁ ଆମ୍ଭେମାନେ ପୂର୍ବରୁ ଯେପରି କରିଥିଲୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ତହିଁ ଉତ୍ତାରେ ମୁଁ ଓ ମୋର ସଙ୍ଗୀ ସମସ୍ତ ଲୋକ ନଗର ନିକଟକୁ ଯିବୁ, ତହିଁରେ ଯେତେବେଳେ ସେମାନେ ପୂର୍ବ ପରି ଆମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିବେ, ସେତେବେଳେ ଆମ୍ଭେମାନେ ସେମାନଙ୍କ ଆଗରୁ ପଳାଇବୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁ ଉତ୍ତାରେ ମୁଁ ଓ ମୋର ସଙ୍ଗୀ ସମସ୍ତ ଲୋକ ନଗର ନିକଟକୁ ଯିବୁ, ତହିଁରେ ଯେତେବେଳେ ସେମାନେ ପୂର୍ବ ପରି ଆମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିବେ, ସେତେବେଳେ ଆମ୍ଭେମାନେ ସେମାନଙ୍କ ଆଗରୁ ପଳାଇବୁ।

Faic an caibideil Dèan lethbhreac

ଯିହୋଶୂୟ 8:5
4 Iomraidhean Croise  

“ସାବଧାନ, ଗଧିଆମାନଙ୍କ ଭିତରେ ମେଷମାନଙ୍କୁ ଛାଡ଼ିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ, କପୋତ ଭଳି ନିରୀହ ହୁଅ।

ସେମାନେ ଆମ୍ଭ ପଛରେ ଗୋଡ଼ାଇବେ ନଗର ବାହାରକୁ। ସେମାନେ ଭାବିବେ ଆମ୍ଭେ ସେମାନଙ୍କୁ ଭୟରେ ପୂର୍ବଥର ପରି ଡରି ପଳାଇ ଯାଉଛୁ। ତେଣୁ ଆମ୍ଭେମାନେ ଦୌଡ଼ି ପଲାଇବୁ।

Lean sinn:

Sanasan

Sanasan