Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 8:6 - ପବିତ୍ର ବାଇବଲ

6 ସେମାନେ ଆମ୍ଭ ପଛରେ ଗୋଡ଼ାଇବେ ନଗର ବାହାରକୁ। ସେମାନେ ଭାବିବେ ଆମ୍ଭେ ସେମାନଙ୍କୁ ଭୟରେ ପୂର୍ବଥର ପରି ଡରି ପଳାଇ ଯାଉଛୁ। ତେଣୁ ଆମ୍ଭେମାନେ ଦୌଡ଼ି ପଲାଇବୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ତହୁଁ ସେମାନେ ଆମ୍ଭମାନଙ୍କ ପଛେ ପଛେ ଆସିଲେ, ଆମ୍ଭେମାନେ ସେମାନଙ୍କୁ ନଗରରୁ କ୍ରମେ କ୍ରମେ ଦୂରକୁ ଆକର୍ଷଣ କରି ଆଣିବୁ; କାରଣ ସେମାନେ କହିବେ, ଏମାନେ ପୂର୍ବ ପରି ଆମ୍ଭମାନଙ୍କ ଆଗରୁ ପଳାଉ ଅଛନ୍ତି; ଏହିରୂପେ ଆମ୍ଭେମାନେ ସେମାନଙ୍କ ସମ୍ମୁଖରୁ ପଳାଇବୁ;

Faic an caibideil Dèan lethbhreac

ଓଡିଆ ବାଇବେଲ

6 ତହୁଁ ସେମାନେ ଆମ୍ଭମାନଙ୍କ ପଛେ ପଛେ ଆସିଲେ, ଆମ୍ଭେମାନେ ସେମାନଙ୍କୁ ନଗରରୁ କ୍ରମେ କ୍ରମେ ଦୂରକୁ ଆକର୍ଷଣ କରି ଆଣିବୁ; କାରଣ ସେମାନେ କହିବେ, ଏମାନେ ପୂର୍ବ ପରି ଆମ୍ଭମାନଙ୍କ ଆଗରୁ ପଳାଉଅଛନ୍ତି; ଏହିରୂପେ ଆମ୍ଭେମାନେ ସେମାନଙ୍କ ସମ୍ମୁଖରୁ ପଳାଇବୁ;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହୁଁ ସେମାନେ ଆମ୍ଭମାନଙ୍କ ପଛେ ପଛେ ଆସିଲେ, ଆମ୍ଭେମାନେ ସେମାନଙ୍କୁ ନଗରରୁ କ୍ରମେ କ୍ରମେ ଦୂରକୁ ଆକର୍ଷଣ କରି ଆଣିବୁ; କାରଣ ସେମାନେ କହିବେ, ଏମାନେ ପୂର୍ବ ପରି ଆମ୍ଭମାନଙ୍କ ଆଗରୁ ପଳାଉଅଛନ୍ତି; ଏହିରୂପେ ଆମ୍ଭେମାନେ ସେମାନଙ୍କ ସମ୍ମୁଖରୁ ପଳାଇବୁ;

Faic an caibideil Dèan lethbhreac




ଯିହୋଶୂୟ 8:6
7 Iomraidhean Croise  

ତହିଁରେ ଫାରୋ ଭାବିବେ ଯେ, ଇସ୍ରାଏଲର ଲୋକମାନେ ମରୁଭୂମି ମଧ୍ୟରେ ବାଟବଣା ହୋଇଅଛନ୍ତି।


“ଶତ୍ରୁ କହିଲା, ‘ମୁଁ ସେମାନଙ୍କୁ ଗୋଡ଼ାଇବି ଓ ଧରିବି। ମୁଁ ଲୁଟିତ ଦ୍ରବ୍ୟ ଭାଗ କରି ନେବି। ସେମାନଙ୍କର ଉପରେ ମୋର ଅଭିଳାଷ ପୂର୍ଣ୍ଣ ହେବ। ମୁଁ ଆପଣା ଖ‌ଡ଼୍‌ଗ ନିକ୍ଷେପ କରିବି, ମୋର ହସ୍ତ ସେମାନଙ୍କୁ ବିନାଶ କରିବ।’


ବେଳେ ବେଳେ ଲୋକମାନେ ତାଙ୍କର କୁକର୍ମ ପାଇଁ ହଠାତ୍ ଦଣ୍ଡିତ ହୁଅନ୍ତି ନାହିଁ। ସେମାନଙ୍କର ଦଣ୍ଡ ବିଳମ୍ବରେ ପ୍ରାପ୍ତ ହୁଏ। ଏହା ଅନ୍ୟମାନଙ୍କୁ କୁକର୍ମ କରିବାକୁ ଉତ୍ସାହିତ କରାଏ।


କାରଣ ମନୁଷ୍ୟ ତା'ର କ’ଣ ହେବାକୁ ଯାଉଛି ଜାଣେ ନାହିଁ। ଯେପରି ମତ୍ସ୍ୟଗଣ ଅଶୁଭ ଜାଲର ଶିକାର ହୁଅନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦର ଶିକାର ହୁଅନ୍ତି, ଠିକ୍ ସେହିପରି ଲୋକମାନେ ଦୈବଦୁର୍ବିପାକର ଶିକାର ହୁଅନ୍ତି।


ମୋ’ ସହିତ ସମସ୍ତ ସୈନ୍ୟଗଣ ନଗର ନିକଟକୁ ଯିବୁ। ସେମାନେ ଯେତେବେଳେ ଆମ୍ଭମାନଙ୍କୁ ଆକ୍ରମଣ କରିବାକୁ ଆସିବେ, ଆମ୍ଭେମାନେ ବୁଲିପଡ଼ିବୁ ଓ ସେମାନଙ୍କ ନିକଟରୁ ଦୌଡ଼ି ପଲାଇବୁ ଆମ୍ଭେମାନେ ପୂର୍ବରୁ ଯେପରି କରିଥିଲୁ।


ତୁମ୍ଭେମାନେ ତୁମ୍ଭମାନଙ୍କର ଲୁଚି ରହିଥିବା ସ୍ଥାନରୁ ବାହାରି ନଗରକୁ ନିଜ ନିୟନ୍ତ୍ରଣ ମଧ୍ୟକୁ ନେବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ନଗରକୁ ତୁମ୍ଭମାନଙ୍କୁ ଅକ୍ତିଆର କରିବାକୁ ଦେବେ।


ବିନ୍ୟାମୀନର ଲୋକମାନେ ସେମାନଙ୍କ ମଧ୍ୟରେ କୁହା କୁହି ହେଲେ, “ଆମ୍ଭେ ପୂର୍ବପରି ଜିତିବୁ।” ଇସ୍ରାଏଲର ଲୋକମାନେ ଦୌଡ଼ିପଳାଇଲେ। କିନ୍ତୁ ଏହା ଏକ ଗ୍ଭତୁରୀ ଥିଲା। ସେମାନେ ଗ୍ଭହୁଁଥିଲେ ବିନ୍ୟାମୀନ ଲୋକମାନେ ସେମାନଙ୍କର ନଗରରୁ ବାହାରି ରାସ୍ତାକୁ ପଳାଇ ଆସନ୍ତୁ।


Lean sinn:

Sanasan


Sanasan