ଯିହୋଶୂୟ 9:3 - ପବିତ୍ର ବାଇବଲ3 ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯାହା କରିଥିଲେ ଓ କିପରି ପରାସ୍ତ କରିଥିଲେ, ସେ ବିଷୟରେ ଗିବିୟୋନର ଲୋକମାନେ ଶୁଣିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ମାତ୍ର ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯେ ଯେ କର୍ମ କରିଥିଲେ, ତାହା ଯେତେବେଳେ ଗିବିୟୋନ ନିବାସୀମାନେ ଶୁଣିଲେ, Faic an caibideilଓଡିଆ ବାଇବେଲ3 ମାତ୍ର ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯେ ଯେ କର୍ମ କରିଥିଲେ, ତାହା ଯେତେବେଳେ ଗିବୀୟୋନ୍ ନିବାସୀମାନେ ଶୁଣିଲେ, Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯେ ଯେ କର୍ମ କରିଥିଲେ, ତାହା ଯେତେବେଳେ ଗିବୀୟୋନ୍ ନିବାସୀମାନେ ଶୁଣିଲେ, Faic an caibideil |
ଏହି ସମୟରେ ଅଦୋନିଷେଦକ ଯିରୁଶାଲମର ରାଜା ଥିଲେ। ରାଜା ଶୁଣିବାକୁ ପାଇଲେ, ଯେ ଯିହୋଶୂୟ ଅୟକୁ ପରାସ୍ତ କରି ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରିଛନ୍ତି। ରାଜା ଜାଣିବାକୁ ପାଇଲେ ଯେ, ଯିହୋଶୂୟ ଯିରୀହୋ ଓ ତାଙ୍କ ରାଜା ପ୍ରତି ଯାହା କରିଥିଲେ, ସେହିପରି ଅୟ ଓ ତା'ର ରାଜାଙ୍କୁ କଲେ। ଆଉ ରାଜା ଜାଣିବାକୁ ପାଇଲେ ଯେ, ଗିବିୟୋନୀୟମାନେ ଇସ୍ରାଏଲମାନଙ୍କ ସହିତ ଶାନ୍ତିଚୁକ୍ତି କରିଛନ୍ତି ଏବଂ ସେହି ଲୋକମାନେ ଯିରୁଶାଲମ ନିକଟରେ ବାସ କରୁଛନ୍ତି।