ଯିହୋଶୂୟ 9:6 - ପବିତ୍ର ବାଇବଲ6 ଏହିପରି ଭାବରେ ସେମାନେ ଗିଲ୍ଗଲ୍ ନିକଟସ୍ଥ ଯିହୋଶୂୟଙ୍କ ଛାଉଣିକୁ ଯାଇ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂରଦେଶରୁ ଆସିଛୁ, ତେଣୁ ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ଚୁକ୍ତି କର।” Faic an caibideilପବିତ୍ର ବାଇବଲ (Re-edited) - (BSI)6 ଏହିରୂପେ ସେମାନେ ଗିଲ୍ଗଲ୍ସ୍ଥିତ ଛାଉଣିକି ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର। Faic an caibideilଓଡିଆ ବାଇବେଲ6 ଏହିରୂପେ ସେମାନେ ଗିଲ୍ଗଲ୍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହିରୂପେ ସେମାନେ ଗିଲ୍ଗଲ୍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।” Faic an caibideil |
ଗିବିୟୋନୀୟମାନେ ଗିଲ୍ଗଲ୍ ଛାଉଣିଠାରେ ଯିହୋଶୂୟଙ୍କ ନିକଟକୁ ଏକ ବାର୍ତ୍ତା ପଠାଇଲେ। ସେହି ବାର୍ତ୍ତାବାହକ କହିଲା, “ଆମ୍ଭେ ଆପଣଙ୍କ ଦାସ, ଆମ୍ଭକୁ ଏକୁଟିଆ ଛାଡ଼ ନାହିଁ। ଆସ ଏବଂ ଆମ୍ଭମାନଙ୍କୁ ରକ୍ଷା କର। ଶୀଘ୍ର ଆସି ଆମ୍ଭକୁ ସାହାଯ୍ୟ କରି ଆମ୍ଭର ଜୀବନ ରକ୍ଷା କର। ଆଉ ସମସ୍ତ ଇମୋରୀୟ ଦେଶର ପର୍ବତ ନିବାସୀ ରାଜାମାନେ ସେମାନଙ୍କର ସୈନ୍ୟବାହିନୀ ସହିତ ଏକତ୍ରିତ ହୋଇ ଆମ୍ଭମାନଙ୍କୁ ଆକ୍ରମଣ କରୁଛନ୍ତି।”