ଲେବୀୟ ପୁସ୍ତକ 1:9 - ପବିତ୍ର ବାଇବଲ9 ମାତ୍ର ସେହି ଯାଜକ ଅନ୍ତ ଅଂଶ ଓ ଗୋଡ଼ ଜଳରେ ଧୌତ କରିବେ ତା'ପରେ ଯାଜକ ଯଜ୍ଞବେଦି ଉପରେ ତାକୁ ଦଗ୍ଧ କରିବେ ଓ ତାହା ଗୋଟିଏ ହୋମବଳି ହେବ। ଏବଂ ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନୈବେଦ୍ୟ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ମାତ୍ର ସେ ତାହାର ଅନ୍ତ୍ର ଓ ପଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ। Faic an caibideilଓଡିଆ ବାଇବେଲ9 ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ। Faic an caibideil |
ଶଲୋମନ ଦଶ ଗୋଟି ପ୍ରକ୍ଷାଳନ ପାତ୍ର ନିର୍ମାଣ କଲେ। ସେ ପାଞ୍ଚୋଟି ପ୍ରକ୍ଷାଳନ ପାତ୍ର ସେହି ବୃହତ୍ କୁଣ୍ତର ଦକ୍ଷିଣ ପାର୍ଶ୍ୱରେ ଏବଂ ଅନ୍ୟ ପାଞ୍ଚୋଟି ପ୍ରକ୍ଷାଳନ ପାତ୍ର ତାହାର ବାମ ପାର୍ଶ୍ୱରେ ରଖିଲେ। ହୋମବଳିକୁ ଉତ୍ସର୍ଗ କରିବା ପରେ ଧୋଇବା ନିମନ୍ତେ ଏହି ଦଶ ଗୋଟି ପ୍ରକ୍ଷାଳନ ପାତ୍ର ବ୍ୟବହାର କରାଯାଏ। ମାତ୍ର ବୃହତ୍ ପିତ୍ତଳ କୁଣ୍ଡରେ କେବଳ ଯାଜକମାନେ ପ୍ରକ୍ଷାଳନ କରିବେ।