ଲେବୀୟ ପୁସ୍ତକ 2:4 - ପବିତ୍ର ବାଇବଲ4 “ଆଉ ଯଦି କେହି ତୁନ୍ଦୁରରେ ପକ୍ୱ କରି ଶସ୍ୟ-ନୈବେଦ୍ୟ ଦିଏ, ତେବେ ତାହା ତାଡ଼ିଶୂନ୍ୟ ରୋଟୀ ଓ ତୈଳରେ ଛଣା ଯାଇଥିବା ସରୁ ମଇଦାର ପିଠା କିମ୍ବା ତୈଳାକ୍ତ ସରୁଚକୁଳୀ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ଆଉ ଯେବେ ତୁମ୍ଭେ ଭକ୍ଷ୍ୟ-ନୈବେଦ୍ୟ ରୂପେ ତନ୍ଦୁରରେ ପକ୍ଵ ଦ୍ରବ୍ୟ ଦିଅ, ତେବେ ତାହା ତୈଳମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ। Faic an caibideilଓଡିଆ ବାଇବେଲ4 ଆଉ ଯଦି ତୁମ୍ଭେ ଭକ୍ଷ୍ୟ ନୈବେଦ୍ୟ ରୂପେ ତନ୍ଦୁରରେ ରନ୍ଧନ ହୋଇଥିବା ଦ୍ରବ୍ୟ ଦିଅ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ ଯଦି ତୁମ୍ଭେ ଭକ୍ଷ୍ୟ ନୈବେଦ୍ୟ ରୂପେ ତନ୍ଦୁରରେ ରନ୍ଧନ ହୋଇଥିବା ଦ୍ରବ୍ୟ ଦିଅ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ। Faic an caibideil |
ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି।