ଲେବୀୟ ପୁସ୍ତକ 2:5 - ପବିତ୍ର ବାଇବଲ5 ପୁଣି ଯଦି ନୈବେଦ୍ୟ କରେଇରେ ସେକା ହୋଇଥିବା ପିଠା ହୁଏ, ତେବେ ଏହା ନିଶ୍ଚିତ ତାଡ଼ିଶୂନ୍ୟ ସରୁ ମଇଦାରୁ ତିଆରି ହୋଇ ତୈଳରେ ଭଜା ହୋଇ ତିଆରି ହୋଇଥିବ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ଆଉ ଯେବେ ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ-ନୈବେଦ୍ୟ ହୁଏ, ତେବେ ତାହା ତୈଳମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ। Faic an caibideilଓଡିଆ ବାଇବେଲ5 ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ। Faic an caibideil |