ଲେବୀୟ ପୁସ୍ତକ 3:1 - ପବିତ୍ର ବାଇବଲ1 “ଯେବେ କୌଣସି ବ୍ୟକ୍ତି ମଙ୍ଗଳାର୍ଥକ ନୈବେଦ୍ୟ ଉତ୍ସର୍ଗ କରୁଥାଏ, ତେବେ ସେ ତା'ର ପଲରୁ ଅଣ୍ଡିରା କିମ୍ବା ମାଈ ପଶୁଟିଏ ଆଣିବ। ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁଣ ପଶୁ ଆଣିବା ଉଚିତ୍। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଆଉ, କୌଣସି ବ୍ୟକ୍ତିର ଉପହାର ଯେବେ ମଙ୍ଗଳାର୍ଥକ ବଳିଦାନ ହୁଏ; ଯେବେ ସେ ପଲରୁ ଅଣ୍ତିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ। Faic an caibideilଓଡିଆ ବାଇବେଲ1 ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ। Faic an caibideil |
“କେତେକ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦେବା ପାଇଁ, କିନ୍ତୁ ଶେଷରେ ସେମାନେ ରୁଗ୍ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସେମାନେ ଅଭିଶପ୍ତ ହେବେ। ଆମ୍ଭେ ଜଣେ ମହାନ ରାଜା ଅଟୁ। ଆମ୍ଭକୁ ତୁମ୍ଭେମାନେ ସମ୍ମାନ କରିବା ଉଚିତ୍ ଓ ସମଗ୍ର ବିଶ୍ୱ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।
ତୁମ୍ଭେମାନେ ଯଜ୍ଞବେଦି ନିମନ୍ତେ ଅନ୍ଧ ପଶୁ ବଳିଦାନ କରୁଛ, ଏହା କ’ଣ ଭୁଲ୍ ନୁହେଁ? ତୁମ୍ଭେମାନେ ଯେଉଁ ଛୋଟା ଓ ରୋଗୀ ପଶୁଗୁଡ଼ିକୁ ଉତ୍ସର୍ଗ କରୁଛ ତାହା ମଧ୍ୟ ଭୁଲ୍ ନୁହେଁ କି? ତୁମ୍ଭେମାନେ ଯଦି ସେହି ଭେଟି ତୁମ୍ଭମାନଙ୍କର ଶାସକକୁ ଦିଅ, ସେ କ’ଣ ସନ୍ତୁଷ୍ଟ ହେବେ? ନା, ସେ କେବେହେଲେ ସେ ଭେଟି ଗ୍ରହଣ କରିବେ ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।