ଲେବୀୟ ପୁସ୍ତକ 4:2 - ପବିତ୍ର ବାଇବଲ2 “ଇସ୍ରାଏଲ ଲୋକମାନଙ୍କୁ କୁହ, ଯଦି କେହି ଅଜଣାତରେ ଗୋଟିଏ ପାପ କରେ ଏବଂ ତାହା କରେ, ଯାହା ସଦାପ୍ରଭୁଙ୍କ ଆଜ୍ଞାରେ ମନା କରାଯାଇଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯେବେ କୌଣସି ପ୍ରାଣୀ ତହିଁ ମଧ୍ୟରୁ କୌଣସି କର୍ମ କରି ଭ୍ରାନ୍ତିରେ ପାପ କରେ; Faic an caibideilଓଡିଆ ବାଇବେଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ଭୁଲବଶତଃ ପାପ କରେ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ଭୁଲବଶତଃ ପାପ କରେ; Faic an caibideil |