ଲେବୀୟ ପୁସ୍ତକ 9:3 - ପବିତ୍ର ବାଇବଲ3 ଇସ୍ରାଏଲର ଲୋକମାନଙ୍କୁ କୁହ, ‘ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ନିମନ୍ତେ ଏକ ଅଣ୍ଡିରା ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ମେଷ ଶାବକ ନେବେ, କାରଣ ସଦାପ୍ରଭୁ ଏହା ଆଜ୍ଞା କରିଛନ୍ତି। ବାଛୁରି ଏବଂ ମେଷଛୁଆ ନିଶ୍ଚୟ ଏକ ବର୍ଷୀୟ ଓ ନିଖୁଣ ହୋଇଥିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ପୁଣି, ଇସ୍ରାଏଲ-ସନ୍ତାନଗଣକୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକବର୍ଷୀୟ ଓ ନିଖୁନ୍ତ ଥିବେ, Faic an caibideilଓଡିଆ ବାଇବେଲ3 ପୁଣି, ଇସ୍ରାଏଲ ସନ୍ତାନଗଣକୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକବର୍ଷୀୟ ଓ ନିଖୁନ୍ତ ଥିବେ, Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକ ବର୍ଷୀୟ ଓ ନିଖୁନ୍ତ ଥିବେ, Faic an caibideil |
ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।