ଗଣନା ପୁସ୍ତକ 1:18 - ପବିତ୍ର ବାଇବଲ18 ମୋଶା ଓ ହାରୋଣ ଦ୍ୱିତୀୟ ମାସର ପ୍ରଥମ ଦିନରେ ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ଏକତ୍ରିତ କଲେ ଏବଂ ସେମାନଙ୍କର ପିତୃବଂଶ ଓ ପିତୃପରିବାର ଅନୁସାରେ କୋଡ଼ିଏ ବର୍ଷ କିମ୍ବା ତତୁର୍ଦ୍ଧ୍ୱ ବୟସ୍କ ଲୋକମାନଙ୍କର ନାମ ଲେଖିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)18 ପୁଣି ଦ୍ଵିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ତଳୀକି ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ। Faic an caibideilଓଡିଆ ବାଇବେଲ18 ପୁଣି, ଦ୍ୱିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ଡଳୀକୁ ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ଦ୍ୱିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ଡଳୀକୁ ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ। Faic an caibideil |