Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 1:21 - ପବିତ୍ର ବାଇବଲ

21 ରୁବେନ୍ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 46,500

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

21 ରୁବେନ୍-ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

21 ରୁବେନ୍‍-ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ରୁବେନ୍‍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା।

Faic an caibideil Dèan lethbhreac




ଗଣନା ପୁସ୍ତକ 1:21
4 Iomraidhean Croise  

ରୁବେନ୍ ବଂଶଧର ଇସ୍ରାଏଲଙ୍କର ପ୍ରଥମଜାତ ସେମାନଙ୍କର କୋଡ଼ିଏ ବର୍ଷ କିମ୍ବା ତତୁର୍ଦ୍ଧ୍ୱ ବୟସ୍କ ଲୋକମାନଙ୍କର ନାମ ଓ ସଂଖ୍ୟାନୁସାରେ ସୈନ୍ୟବାହିନୀରେ ଯୋଗଦେବା ପାଇଁ ଯୋଗ୍ୟ ତାଲିକାଭୁକ୍ତ କରାଗଲା।


ଶିମିୟୋନ ବଂଶର ସେମାମାନଙ୍କର ପିତୃଗୃହ, ନାମ ଏବଂ ସଂଖ୍ୟା କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ପୁରୁଷ ସୈନ୍ୟ ବିଭାଗରେ ଦାଖଲ ହେବାକୁ ଯୋଗ୍ୟ।


ଏମାନେ ହେଲେ ରୁବେ‌ନ୍‌ର ପରିବାରବର୍ଗ, ଗଣନା ପରେ ଏମାନଙ୍କର ସଂଖ୍ୟା ହେଲା 43,730


Lean sinn:

Sanasan


Sanasan