ଗଣନା ପୁସ୍ତକ 1:26 - ପବିତ୍ର ବାଇବଲ26 ଯିହୁଦା ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା। Faic an caibideilପବିତ୍ର ବାଇବଲ (Re-edited) - (BSI)26 ଯିହୁଦା-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ; Faic an caibideilଓଡିଆ ବାଇବେଲ26 ଯିହୁଦା-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯିହୁଦା-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ; Faic an caibideil |