Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 1:29 - ପବିତ୍ର ବାଇବଲ

29 ଇଷାଖର ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 54,400

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

29 ଇଷାଖର ବଂଶର ଗଣିତ ଲୋକସଂଖ୍ୟା ଚଉବନ ହଜାର ଚାରି ଶହ ହେଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

29 ଇଷାଖର ବଂଶର ଗଣିତ ଲୋକ ସଂଖ୍ୟା ଚଉବନ ହଜାର ଚାରି ଶହ ହେଲା।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଇଷାଖର ବଂଶର ଗଣିତ ଲୋକ ସଂଖ୍ୟା ଚଉବନ ହଜାର ଚାରି ଶହ ହେଲା।

Faic an caibideil Dèan lethbhreac




ଗଣନା ପୁସ୍ତକ 1:29
4 Iomraidhean Croise  

ଇଷାଖର ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ୟା 64,300 ଥିଲେ।


ସେହି ସୈନ୍ୟ ସଂଖ୍ୟା 54,600 ହେବେ।


ଇଷାଖର ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।


ସବୂଲୂନ ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।


Lean sinn:

Sanasan


Sanasan