ଗଣନା ପୁସ୍ତକ 1:4 - ପବିତ୍ର ବାଇବଲ4 ପ୍ରତ୍ୟେକ ପରିବାରବର୍ଗରୁ ଜଣେ ଅର୍ଥାତ୍ ପରିବାରବର୍ଗର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହାୟକ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ପୁଣି ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ। Faic an caibideilଓଡିଆ ବାଇବେଲ4 ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ। Faic an caibideil |